ରୋମୀୟ 3:3 - ଓଡିଆ ବାଇବେଲ3 ତେବେ କ'ଣ ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ୱସ୍ତତା କ'ଣ ଈଶ୍ୱରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ ? See the chapterପବିତ୍ର ବାଇବଲ (Re-edited) - (BSI)3 ତେବେ କଅଣ? ଯଦି କେହି କେହି ଅବିଶ୍ଵସ୍ତ ହେଲେ, ସେମାନଙ୍କର ଅବିଶ୍ଵସ୍ତତା କଅଣ ଈଶ୍ଵରଙ୍କ ବିଶ୍ଵସ୍ତତାକୁ ନିଷ୍ଫଳ କରିବ? See the chapterପବିତ୍ର ବାଇବଲ (CL) NT (BSI)3 ଅବଶ୍ୟ କେତେ ଜଣ ଅବିଶ୍ୱସ୍ତ ହୋଇପାରନ୍ତି। କିନ୍ତୁ ତା’ ବୋଲି କଅଣ ଈଶ୍ୱରଙ୍କ ବିଶ୍ୱସ୍ତତା ନିରର୍ଥକ ହେବ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ କଅଣ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ଵସ୍ତତା କଅଣ ଈଶ୍ବରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ? See the chapterପବିତ୍ର ବାଇବଲ3 ଏହା ସତ୍ୟ ଯେ, କେତେକ ଯିହୂଦୀ ପରମେଶ୍ୱରଙ୍କର ବିଶ୍ୱସ୍ତ ନ ଥିଲେ। କିନ୍ତୁ ସେମାନଙ୍କ ଅବିଶ୍ୱସ୍ତତା କ’ଣ ପରମେଶ୍ୱରଙ୍କୁ ନିଜ ପ୍ରତିଜ୍ଞା ରଖିବାରେ ବାଧା ଦେବ? See the chapter |