ରୋମୀୟ 3:4 - ଓଡିଆ ବାଇବେଲ4 ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ୱର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖା ଅଛି, "ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ ।'' See the chapterପବିତ୍ର ବାଇବଲ (Re-edited) - (BSI)4 ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ଵର ସତ୍ୟ ବୋଲି ସ୍ଵୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି ବିଚାରିତ ହେବା ସମୟରେ ବିଜୟୀ ହେବ।” See the chapterପବିତ୍ର ବାଇବଲ (CL) NT (BSI)4 କଦାପି ନୁହେଁ। ମନୁଷ୍ୟମାନେ ସମସ୍ତେ ମିଥ୍ୟାବାଦୀ ହେଲେ ସୁଦ୍ଧା, ଈଶ୍ୱର ସତ୍ୟ। ଶାସ୍ତ୍ରରେ ଉଲେଖ ଅଛି: “ତୁମ ବାକ୍ୟ ଦ୍ୱାରା ତୁମେ ସତ୍ୟ ନିଷ୍ଠ ବୋଲି ପ୍ରମାଣିତ ହୁଅ, ତୁମେ ବିଚାରିତ ହେଲାବେଳେ ତୁମେ ବିଜୟୀ ହୁଅ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।” See the chapterପବିତ୍ର ବାଇବଲ4 କେବେ ନୁହେଁ। ଯଦି ପ୍ରତ୍ୟେକ ଲୋକ ଅସତ୍ ହୁଅନ୍ତି, ତେବେ ମଧ୍ୟ ପରମେଶ୍ୱର ସତ୍ୟ ହୋଇ ରହିବେ। ଶାସ୍ତ୍ରରେ ଲେଖା ଅଛି ଯେ: “ତୁମ୍ଭେ ତୁମ୍ଭର କରୁଥିବା ବିଷୟ ଦ୍ୱାରା ଧାର୍ମିକ ବୋଲି ପ୍ରମାଣିତ ହେବ ଓ ନ୍ୟାୟବିଗ୍ଭର ହେଲାବେଳେ ତୁମ୍ଭେ ବିଜୟଲାଭ କରିବ।” See the chapter |