ରୋମୀୟ 4:9 - ଓଡିଆ ବାଇବେଲ9 ତାହାହେଲେ ସୁନ୍ନତିମାନଙ୍କୁ ଏପରି ଧନ୍ୟ ବୋଲି କୁହାଯାଏ, ବା ଅସୁନ୍ନତିମାନଙ୍କୁ ମଧ୍ୟ କୁହାଯାଏ ? ଯେଣୁ ଆମ୍ଭେମାନେ କହୁ, ଅବ୍ରହାମଙ୍କ ବିଶ୍ୱାସ ତାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା । See the chapterପବିତ୍ର ବାଇବଲ (Re-edited) - (BSI)9 ତାହାହେଲେ ସୁନ୍ନତିମାନଙ୍କୁ ଏପରି ଧନ୍ୟ ବୋଲି କୁହାଯାଏ, ବା ଅସୁନ୍ନତିମାନଙ୍କୁ ମଧ୍ୟ କୁହାଯାଏ? ଯେଣୁ ଆମ୍ଭେମାନେ କହୁ, ଅବ୍ରହାମଙ୍କ ବିଶ୍ଵାସ ତାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା। See the chapterପବିତ୍ର ବାଇବଲ (CL) NT (BSI)9 ଏଠାରେ ଦାଉଦ ଯେଉଁମାନଙ୍କୁ ଧନ୍ୟ ବୋଲି କହିଛନ୍ତି, ସେମାନେ କଅଣ କେବଳ ସୁନ୍ନତ ଲୋକ ଥିଲେ? ନା, ଅସୁନ୍ନତ ଲୋକେ ମଧ୍ୟ ଧନ୍ୟ ହୋଇ ପାରିବେ। ଆମେ କହୁଛୁ- ଅବ୍ରହାମ ବିଶ୍ୱାସଦ୍ୱାରା ଧାର୍ମିକ ବିବେଚିତ ହେଲେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତାହାହେଲେ ସୁନ୍ନତିମାନଙ୍କୁ ଏପରି ଧନ୍ୟ ବୋଲି କୁହାଯାଏ, ନା ଅସୁନ୍ନତିପ୍ରାପ୍ତମାନଙ୍କୁ କୁହାଯାଏ? ଯେଣୁ ଆମ୍ଭେମାନେ କହୁ, ଅବ୍ରହାମଙ୍କ ବିଶ୍ୱାସ ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା। See the chapterପବିତ୍ର ବାଇବଲ9 ତେବେ ଏହି ଖୁସୀ କ’ଣ କେବଳ ସୁନ୍ନତ ହୋଇଥିବା ଯିହୂଦୀମାନଙ୍କ ପାଇଁ ଅଟେ? ବା ଯେଉଁ ଅଣଯିହୂଦୀମାନେ ସୁନ୍ନତ ହୋଇ ନାହାନ୍ତି ସେମାନଙ୍କ ପାଇଁ ମଧ୍ୟ ଅଟେ? ଆମ୍ଭେ କହି ସାରିଛୁ ଯେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ ଓ ସେହି ବିଶ୍ୱାସ ଅବ୍ରହାମଙ୍କୁ ତାଙ୍କ ପ୍ରତି ଧାର୍ମିକ କଲା। See the chapter |