ରୋମୀୟ 9:9 - ଓଡିଆ ବାଇବେଲ9 କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ । See the chapterପବିତ୍ର ବାଇବଲ (Re-edited) - (BSI)9 କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ। See the chapterପବିତ୍ର ବାଇବଲ (CL) NT (BSI)9 ଈଶ୍ୱର ଏହି ପ୍ରତିଜ୍ଞା କରିଥିଲେ, “ଠିକ୍ ଏହି ଋତୁରେ ଆମ୍ଭେ ପ୍ରତ୍ୟାବର୍ତ୍ତନ କରିବୁ, ସେତେବେଳେ ସାରା ପୁତ୍ରବତୀ ହୋଇଥିବେ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ। See the chapterପବିତ୍ର ବାଇବଲ9 ପରମେଶ୍ୱରଙ୍କ ପ୍ରତିଜ୍ଞା ଏହିପରି ଥିଲା: “ଉଚିତ୍ ସମୟ ଉପସ୍ଥିତ ହେଲେ ମୁଁ ଫେରିବି ଓ ସାରା ପୁତ୍ର ଜନ୍ମ କରିବ।” See the chapter |