ଯିଖରୀୟ 2:3 - ଓଡିଆ ବାଇବେଲ3 ଆଉ ଦେଖ, ମୋ’ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ, See the chapterପବିତ୍ର ବାଇବଲ (Re-edited) - (BSI)3 ଆଉ ଦେଖ, ମୋʼ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଦେଖ, ମୋʼ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ, See the chapterପବିତ୍ର ବାଇବଲ3 ତା'ପରେ ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତ ବାହାରି ଆସିଲେ ଏବଂ ଅନ୍ୟ ଜଣେ ସ୍ୱର୍ଗଦୂତ ବାହାରି ତାଙ୍କ ସହିତ କଥା ହେଲେ। See the chapter |