ଯିଖରୀୟ 9:9 - ଓଡିଆ ବାଇବେଲ9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର; ଗୋ ଯିରୂଶାଲମ କନ୍ୟେ, ଜୟଧ୍ଵନି କର; ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି। See the chapterପବିତ୍ର ବାଇବଲ9 ହେ ସିୟୋନର କନ୍ୟା ଆନନ୍ଦ କର! ହେ ଯିରୁଶାଲମର କନ୍ୟା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜୟଲାଭ କରିଛନ୍ତି। ସେ ଅତ୍ୟନ୍ତ ନମ୍ର। ସେ ଏକ ଯୁବ ଗଧ ଉପରେ ବସି ଆସୁଛନ୍ତି। See the chapter |