ଗୀତସଂହିତା 134 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସଦାପ୍ରଭୁଙ୍କ ସ୍ତୁତିଗାନ ଆରୋହଣ ଗୀତ। 1 ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। 2 ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର। 3 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.