୧ ମ ଜଅନ୍ 1 - ସତିଅର୍ ବାଟ୍ ନୁଆ ନିୟମ୍ 2020ଜିବନର୍ ବାକିଅ 1 ଜାକେ ଜିବନର୍ ବାକିଅ ବଲି କଇଲାଇନି, ତାର୍ ବିସଇ ତମ୍କେ ଲେକ୍ଲୁନି । କାଇଟା ତିଆର୍ ନ ଅଇତେ ପୁର୍ବେଅନି ସେ ରଇଲା । ତାର୍ ବାକିଅ ଆମେ ସୁନିଆଚୁ । ସେ କରିରଇବା କାମ୍ମନ୍ ଆମେ ଆଁକି ସଙ୍ଗ୍ ନିକ ଦେକି ଆଚୁ । ଆରି ଆମେ ତାକେ ଆତ୍ ସଙ୍ଗ୍ ଚିଇଲୁ ଆଚୁ । 2 ଏ ଲକ୍ ସତ୍ ଜିବନ୍ ଦେଇସି । ପର୍ମେସର୍ ଏ ଲକ୍କେ ସବୁକେ ଦେକାଇଲା । ଆରି ଆମେ ଦେକ୍ଲୁ ଆରି ତାର୍ ସତ୍ ବିସଇ ତମ୍କେ କଇଲୁନି । ସେ ଦେଇରଇବା ନ ସାର୍ବା ଜିବନର୍ ବିସଇ ତମ୍କେ ଜାନାଇଲୁନି । ପୁର୍ବେଅନି ସେ ଆମର୍ ବାବା ପର୍ମେସରର୍ ସଙ୍ଗ୍ ରଇଲା । ମାତର୍ ପର୍ମେସର୍ ତାର୍ ବିସଇ ଆମ୍କେ ଜାନାଇଲାଆଚେ । 3 ତେବର୍ପାଇ ଏ ଲକ୍, ଜାର୍ ବିସଇ ଆମେ ଦେକିଆଚୁ ଆରି ସୁନିଆଚୁ, ତାର୍ ବିସଇ ଆକା ଆମେ ତମ୍କେ କଇଲୁନି । ଜେନ୍ତାରିକି ତମେ ମିସା ଆମର୍ ସଙ୍ଗ୍ ମିସିବିଡି ରଇସା । କାଇକେବଇଲେ ଆମେ ବାବା ପର୍ମେସରର୍ ସଙ୍ଗ୍ ଆରି ତାର୍ ପଅ ଜିସୁ କିରିସ୍ଟର୍ ସଙ୍ଗ୍ ମିସିବିଡି ଆଚୁ । 4 ଆମର୍ ସାର୍ଦା ଜେନ୍ତାର୍ ପୁରାପୁରୁନ୍ ଅଇସି, ତେବର୍ ପାଇ ଏ ସବୁ ବିସଇ ତମ୍କେ ଲେକ୍ଲୁନି । ପର୍ମେସର୍ ଆକା ଉଜଲ୍ 5 ମାତର୍ ଜନ୍ ବିସଇ ଜିସୁକିରିସ୍ଟ ଆମ୍କେ କଇଲା, ଆରି ଜାଇଟା ତମ୍କେ ଆମେ ଜାନାଇ ଆଚୁ, ସେଟା ଅଇଲାନି ପର୍ମେସରର୍ ଉଜଲ୍ । ଆରି ତାର୍ଟାନେ ମୁଲ୍କେ ଆନ୍ଦାର୍ ନାଇ । 6 ତେବର୍ପାଇ ଆମେ ପର୍ମେସରର୍ ସଙ୍ଗ୍ ମିସିବିଡି ଆଚୁ ବଲି କଇକରି କାରାପ୍ କାମ୍ କରି ଆନ୍ଦାରେସେ ରଇବୁ ବଇଲେ, ଆମେ କଇବାଟା ମିଚ୍ । ଆରି ସତ୍ ବିସଇ ଆମେ ଚାଡିଦେଇଆଚୁ ବଲି ଆମର୍ ଚଲାଚଲ୍ତିଟାନେ ଜାନାପଡ୍ଲାନି । 7 ମାତର୍ ଆମେ ସତ୍ କାମ୍ କରି ଉଜଲେ ରଇବୁ ଜେନ୍ତାରି କି ପର୍ମେସର୍ ସବୁବେଲେ ଉଜଲେଆଚେ । ସେନ୍ତାର୍ ଆଲେ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ ମିସିବିଡି ଆଚୁ । ଆରି ପର୍ମେସରର୍ ପଅ ଜିସୁର୍ ବନି ଆମର୍ ସବୁ ପାପ୍କେ ଦଇଦେଇସି । 8 ଆମେ କେବେମିସା ପାପ୍ କରୁନାଇ ବଲି କଇଲେ, ଆମେ ନିଜେସେ ନାଡାଇଅଇଲୁନି । ଆରି ସତ୍ ବିସଇ ଆମେ ନାଜାନ୍ଲୁନି । 9 ଜଦି ଆମେ ବୁଲ୍ କରିଆଚୁ ବଲି ପର୍ମେସର୍କେ ନ ଲୁଚାଇତେ କଇଲେ, ସେ ଆମର୍ ସବୁ ପାପ୍ କେମା କର୍ସି । ଆରି ସବୁ କାରାପ୍ କାମେଅନି ଆମ୍କେ ସୁକଲ୍ କର୍ସି । 10 ଜଦି ଆମେ କେବେ ମିସା ପାପ୍ କରୁନାଇ ବଲି କଇଲେ, ପର୍ମେସର୍ ସତ୍ଟା ନଏଁ ବଲି କଇଲୁନି । ଆରି ତାର୍ ବାକିଅ ମାନିକରି ରଉନାଇ । |
The New Testament in Desiya Language © The Word for the World International and Desiya Translation Samithi, Koraput, Odisha. 2020