୨ ତେସଲନିକିୟ 3 - ସତିଅର୍ ବାଟ୍ ନୁଆ ନିୟମ୍ 2020ପାର୍ତନାର୍ ଲାଗି ଗୁଆରି 1 ଏ ବାଇବଇନିମନ୍, ସାରାସାରି ଆମର୍ପାଇ ପାର୍ତନା କରା । ମାପ୍ରୁର୍ ବାକିଅ ତମର୍ ବିତ୍ରେ ଜେନ୍ତିକି ଦାପ୍ରେ ଡାବିଅଇ ଜାଇରଇଲା, ସେନ୍ତାରିସେ ଦାପ୍ରେ ଗୁଲାଇବାଟେ ବିଚିଅଇକରି ଡାକ୍ପୁଟା ଅ । 2 ଜେନ୍ତାରି କି ପର୍ମେସର୍ ଆମ୍କେ ପଟ୍କାର୍ ଆରି କୁଟିଆଲ୍ ଲକ୍ମନର୍ ଟାନେଅନି ରକିଆ କର । କାଇକେବଇଲେ, ସବୁଲକ୍ ମାପ୍ରୁର୍ ବାକିଅ ବିସ୍ବାସ୍ କରତ୍ ନାଇ । ଏଟାର୍ପାଇ ଆରିତରେକ୍ ପାର୍ତନା କରା । 3 ମାତର୍ ମାପ୍ରୁ, କାତା ରକିଆକାରି । ସେ ତମ୍କେ କାରାପ୍ଟାନେଅନି ରକିଆ କରି ତବିର୍ କରାଇସି । 4 ଆମେ ଜେତ୍କି ସବୁ ଆଦେସ୍ ଦେଲେ ମିସା ତମେ ସେଟା କଲାସ୍ନି, ଆରି କର୍ସା ମିସା । ଏଟା ମାପ୍ରୁର୍ ଟାନେ ତମର୍ ବିସଇ ନେଇ ଆମେ ଡାଟ୍ସଙ୍ଗର୍ ବିସ୍ବାସ୍ । 5 ଆରି ମାପ୍ରୁ ତମର୍ ମନ୍କେ ପର୍ମେସରର୍ ଆଲାଦ୍ ଆରି କିରିସ୍ଟର୍ ସାଆସ୍ ବାଟେ ଜିବାକେ ସାଇଜ କର । ଅଲସର୍ ବିରୁଦେ ଚେତାଇବାଟା 6 ଏ ବାଇବଇନିମନ୍, ଆମେ ତମ୍କେ ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ଆଦେସ୍ ଦେଲୁନି । କନ୍ ବାଇ ମିସା ଆମର୍ଟାନେଅନି ପାଇରଇବା ସିକିଆ ଇସାବେ ମାନିକରି ବାଡୁଅଇକରି ଚଲାଚଲ୍ତି କର୍ସି ବଇଲେ, ତାର୍ଟାନେଅନି ବେଗ୍ଲି ଦିଆସ୍ । 7 କାଇକେବଇଲେ, ତମେ, ଆମେ କଲାପାରା କର୍ବା ଦର୍କାର୍ । ଆରି ସେଟା କେନ୍ତାରି କର୍ବାର୍ ନିଜେ ଜାନିଆଚାସ୍ । ସେଟାର୍ପାଇ ଆମେ ତମର୍ ଟାନେ ବାଡୁଅଇକରି ଚଲାଚଲ୍ତି କରୁନାଇ । 8 କାର୍ ଗରେ ମିସା ଉଜେ ଉଜେ ମାଙ୍ଗି ନ କାଇତେରଇଲୁ । ତମର୍ ବିତ୍ରେ କାର୍ମିସା ବଜ୍ ପାରା ନ ଅଇ ରଇକରି କସ୍ଟ ପାଇ, ଆବଡ୍ ପାଇଟି କରି ଦିନ୍ରାତି କାମ୍ କର୍ତେରଇଲୁ । 9 ତମ୍କେ କାଇବାଟା ମାଙ୍ଗ୍ବାକେ ଆମର୍ ଅଦିକାର୍ ରଇଲା, ମାତର୍ ସେନ୍ତାରି କରୁନାଇ । କାଇକେବଇଲେ ତମର୍ପାଇ ଗଟେକ୍ ଉଦାଅରନ୍ ଦେକାଇବାକେ ସେନ୍ତାରି କଲୁ । 10 ତମର୍ ସଙ୍ଗ୍ ରଇଲାବେଲେ ଆମେ ତମ୍କେ କଇରଇଲୁ, ଜନ୍ ଲକ୍ ପାଇଟି କାବାଡ୍ ନ କରେ, ସେ ବାତ୍ପେଜ୍ ନ କାଅ । 11 ଏବେ ଏ କାତା ଆରିତରେକ୍ କଇଲୁନି, କାଇକେବଇଲେ ଆମେ କବର୍ ପାଇଲୁ ଆଚୁଜେ, ତମର୍ ବିତ୍ରେ କେତେକ୍ ଲକ୍ମନ୍ ବାଡୁ ଅଇକରି ଜିଉନାକାଉନା କଲାଇନି । କାଇ ପାଇଟି ନକରି ବିନ୍ ଲକର୍ କାମେ ମଜାଇ ଅଇସି ଆରି କାଇଟାମିସା ନ କରତ୍ । 12 ମାପ୍ରୁ ଜିସୁକିରିସ୍ଟର୍ ନାଉଁ ଦାରି ଆମେ ସେ ଲକ୍ମନ୍କେ ଜାଗ୍ରତ୍କରି ଆଦେସ୍ଦେଲୁନି, ସେମନ୍ ସେନ୍ତାରି କର୍ବାଟା ଚାଡିଦେସ୍ । ଜେନ୍ତାରିକି ନିଜର୍ ପେଟର୍ପାଇ କାଦି ପାଇବାକେ ପାଇଟି କରତ୍ । 13 ମାତର୍ ଏ ବାଇବଇନିମନ୍ ତମେ ସତ୍କାମ୍ କର୍ବାକେ ତାକିଜାଆ ନାଇ । 14 ଏ ଚିଟିଲଗେ ତମ୍କେ ଜନ୍ କବର୍ପାଟାଇଲୁ ଆଚୁ, କେନ୍ତି ଆଲେ ତମର୍ ବିତ୍ରେଅନି କେ ମିସା ସେଟା ମାନ୍ବାକେ ମନ୍ ନ କରେ, ସେନ୍ତାରି ଲକ୍କେ ଚିନିରୁଆ ଆରି ତାର୍ସଙ୍ଗ୍ ମିସିବିଡି ରଇବାଟା ଚାଡି ଦିଆସ୍ । 15 ସେନ୍ତାର୍ କଲେ ସେ ଲାଜ୍ ଅଇଜାଇସି । ମାତର୍ ତାର୍ସଙ୍ଗ୍ ସତ୍ରୁର୍ ପାରା କାତାବାର୍ତା ନ ଅଇକରି, ନିଜର୍ ବିସ୍ବାସି ବାଇପାରା ତାକେ ଜାଗ୍ରତ୍ କରା । ସାରାସାରି କାତା 16 ଜନ୍ମାପ୍ରୁ ଆମ୍କେ ସାନ୍ତି ଦେଲାନି, ସେ ତମ୍କେ ସବୁବେଲେ ଆରି ସବୁରକାମ୍ ସାନ୍ତିଦେଅ । ମାପ୍ରୁ ତମର୍ ସବୁର୍ଲଗେ ରଅ । 17 ମୁଇ ମର୍ ନିଜର୍ ଆତେ ଏଟା ଲେକ୍ଲିନି । ପାଉଲର୍ ଜୁଆର୍ ଜାନାଇଲୁନି । ମୁଇ ଲେକିରଇବା ସବୁ ଚିଟିପତର୍ ଲଗେ ମୁଇ ଏନ୍ତାରି ଦସ୍ତକତ୍ କରି ଲେକିରଇବି । 18 ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ ଦୁକାନି ତମ୍କେ ସବୁକେ ମିଲ । |
The New Testament in Desiya Language © The Word for the World International and Desiya Translation Samithi, Koraput, Odisha. 2020