ଏପିସିୟ 6 - ସତିଅର୍ ବାଟ୍ ନୁଆ ନିୟମ୍ 2020ବାବା ମାଆ ଆରି ପିଲାଟକି 1 ଏ ମର୍ ପିଲାଟକିମନ୍, ତମେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଆୟା ବାବାର୍ କାତା ମାନିକରି ରୁଆ । ତମେ ଏନ୍ତାରି କର୍ବାର୍ ଆଚେଆକା । 2 ଏନ୍ତାରି ଲେକା ଅଇଲାଆଚେ, ନିଜର୍ ଆୟା ବାବାକେ ସନ୍ମାନ୍ ଦିଆସ୍ । ଜେନ୍ତାରି କି ତମର୍ପାଇ ସବୁ ବିସଇ ମଙ୍ଗଲ୍ ରଇସି । ଆରି ତମେ ସାର୍ଦା ଅଇ ବେସି ଦିନ୍ ଜାକ ଏ ଜଗତେ ବଁଚିରଇସା । 3 ଏଟା ଅଇଲାନି ପର୍ମେସରର୍ ପର୍ତୁମ୍ ଆଦେସ୍ ଜନ୍ଟା କି ସେ ଗଟେକ୍ ଦେଇରଇବା କାତା ମିସା ତେଇ ମିସାଇଆଚେ । 4 ଏ ବାବାମନ୍, ପିଲାମନ୍କେ ରିସା କରାଆ ନାଇ । ତାର୍ ବାଦୁଲେ ସେମନ୍କେ ମାପ୍ରୁର୍ ବାକିଅ ଇସାବେ ସିକାଇକରି ବଡାଆ । ଗତିଦାଙ୍ଗ୍ଡା ଆରି ସାଉକାର୍ 5 ଏ ଗତିଦାଙ୍ଗ୍ଡାମନ୍, ଏ ଜଗତେ ରଇବା ସାଉକାର୍ମନର୍ କାତା ମାନିକରି ରୁଆ । ସେମନ୍କେ ସନ୍ମାନ୍ ଦେଇ, ପୁରାପୁରୁନ୍ ମନ୍ ସଙ୍ଗ୍ ନାମିକରି ରୁଆ । ଜେନ୍ତାରି କି ତମେ କିରିସ୍ଟକେ ନାମିକରି ରଇସା । 6 ଅବ୍କା ସେମନର୍ ମୁଆଟେ ବଲ୍ ବଲାଇ ଅଇବାକେ ନାଇ, କି ସେମନ୍ ଦେକ୍ଲାବେଲେସେ ନାଇ । ମାତର୍ କିରିସ୍ଟର୍ ଗତିଦାଙ୍ଗ୍ଡା ପାରା, ପର୍ମେସର୍ ମନ୍କଲାଟା ପୁରାପୁରୁନ୍ ମନ୍ ଦିଆନ୍ ଦେଇ କରା । 7 ତମ୍କେ ଦାଇତ୍ ଦେଇରଇବା ସବୁ କାମ୍ ସାର୍ଦା ସଙ୍ଗ୍ କରା । ଜେନ୍ତାରିକି ତମେ ଅବ୍କା ଲକ୍ମନର୍ ପାଇ କାମ୍ ନ କରି ମାପ୍ରୁର୍ ସେବା କଲା ପାରା କରା । 8 କାଇକେବଇଲେ ତମେ ନିକ କାମ୍ କଲେ, ମାପ୍ରୁ ତମ୍କେ ପୁରୁସ୍କାର୍ ଦେଇସି । ତମେ ଗତିଦାଙ୍ଗ୍ଡା ଅଇରୁଆ କି ମୁକଲ୍ଲା ଲକ୍ ଅଇରୁଆ । 9 ଏ ସାଉକାର୍ମନ୍, ସେନ୍ତାରିସେ ତମର୍ ଦାଙ୍ଗ୍ଡାମନ୍କେ ନିକସଙ୍ଗ୍ ଦେକାରକା କରା । ସେମନ୍କେ ଦାକାପୁକା ଦିଆସ୍ ନାଇ । ତମର୍ ମନେ ରଅ, ତାକର୍ ଆରି ତମର୍ ସାଉକାର୍ ସର୍ଗେ ଆଚେ । ଆରି ସେ ସାନ୍ ବଡ୍ ନ ବାବି ଦେକାରକା କର୍ସି । ଆତ୍ମାର୍ ଆତ୍ଆତିଆର୍ 10 ସାରାସାରି ପଚେ, ମାପ୍ରୁର୍ ଟାନେ ମିସିକରି ତାର୍ ବପୁପାଇକରି ଡାଟ୍ଅଇରୁଆ । 11 ପର୍ମେସର୍ ତମ୍କେ ଦେଇରଇବା ଜୁଇଦର୍ ସବୁ ରକାମ୍ ଆତ୍ ଆତିଆର୍ ସାଜାଡିକରି ରୁଆ । ଜେନ୍ତାରିକି ତମ୍କେ ସଇତାନ୍ ନାଡାଇବା ବେଲେ ତାକେ ବିରଦ୍ କରିପାରାସ୍ । 12 କାଇକେବଇଲେ ଆମେ ଜଗତର୍ ଲକ୍ମନର୍ ବିରୁଦେ ଜୁଇଦ୍ କରୁନାଇ । ମାତର୍ କାରାପ୍ ଆତ୍ମାମନ୍କେ, ଆନ୍ଦାରେ ରଇବା ଜଗତର୍ ସାସନ୍କାରିଆମନ୍କେ, ଆରି ସର୍ଗେ କାରାପ୍ ବପୁ ପାଇରଇବା ଆତ୍ମାମନର୍ ବିରୁଦେ ଜୁଇଦ୍ କଲୁନି । 13 ତେବର୍ପାଇ ପର୍ମେସର୍ ଦେଇରଇବା ସବୁରକାମ୍ ଜୁଜ୍ବା ଆତ୍ ଆତିଆର୍ ଗଟେକ୍ ସନିଅ ପିନ୍ଦ୍ଲାପାରା ପନ୍ଦିକରି ସାଜାଡା । ସେନ୍ତାର୍ ରଇଲେ ସଇତାନ୍ ଆରି ତାର୍ କାରାପ୍ ଆତ୍ମାମନ୍ ତମ୍କେ ଜୁଜ୍ଲାବେଲେ ସେମନ୍କେ ତମେ ବିରଦ୍ କରି ପାରାସ୍ । ଜୁଇଦର୍ପାଇ ସବୁ ରକାମ୍ଟା ସାଜାଡି ରଇଲେ ତମେ ପଚେ ନ ଗୁଚିକରି ଟିଆଅଇ ପାର୍ସା । 14 ତେବେ ଜୁଇଦର୍ପାଇ ତମେ ଏନ୍ତାରି ଜାଗ୍ରତ୍ ଉଆ । ଜେନ୍ତାରି କି, ପର୍ମେସରର୍ ସତ୍ ଆଁଟାବେଡା, ଆଁଟାଇ ବାନ୍ଦିଅଇ, ତାର୍ ଦରମର୍ ସାଞ୍ଜୁ ଜଗାଡି ଅଇ, 15 ସୁବ୍କବରେଅନି ଆଇବା ସାନ୍ତିର୍ ପାଣ୍ଡଇ ପିନ୍ଦି ସାଜାଡି ଉଆ । 16 ଏ ସବୁର୍ ଉପ୍ରେ ବିସ୍ବାସର୍ ତେବାଇବା ଡାଲ୍ ଦାରିରୁଆ । ଏ ଡାଲ୍ସଙ୍ଗ୍ ସଇତାନ୍ ତମର୍ ମୁଆଟେ ବିନ୍ଦ୍ବା ଜଇର୍ କାଣ୍ଡ୍ ଅଟ୍କାଇ ପାର୍ସା । 17 ଆରି ମାପ୍ରୁ ଦେଇରଇବା ମୁକ୍ତି, ଗଟେକ୍ ଟପିପାରା ମୁଣ୍ଡ୍ ରକିଆ କର୍ବାକେ ପିନ୍ଦିରୁଆ । ସୁକଲ୍ଆତ୍ମା ଦେଇରଇବା କାଣ୍ଡା ଦାରିରୁଆ । ସେ କାଣ୍ଡା ଅଇଲାନି ପର୍ମେସରର୍ ବାକିଅ । 18 ସୁକଲ୍ଆତ୍ମା ଚେତ୍ନା ଦେଲା ଇସାବେ ପାର୍ତନା କରା । ସବୁ ରକାମର୍ ପାର୍ତନା ଆରି ଗୁଆରିସଙ୍ଗ୍ ପାର୍ତନା କରା । ଏଟାର୍ଲାଗି ଜାଗ୍ରତ୍ ଅଇରୁଆ । ପର୍ମେସରର୍ ଲକ୍ମନର୍ପାଇ ପାର୍ତନା କରିଲାଗିରୁଆ । 19 ମର୍ପାଇ ମିସା ପାର୍ତନା କରା । ଜେନ୍ତିକି ମୁଇ କାତା ଅଇବାବେଲେ ପର୍ମେସର୍ ମକେ ଟିକ୍ ବାକିଅ ଦେଅ । ସେନ୍ତାର୍ କଲେ, ସୁବ୍ କବରର୍ ଲୁଚିରଇବା ବିସଇ ମୁଇ କାକେ ନ ଡରିକରି ଲକ୍ମନ୍କେ ଜାନାଇ ପାର୍ବି । 20 ଏବେ ମୁଇ ବନ୍ଦି ଅଇ ରଇଲେ ମିସା କିରିସ୍ଟର୍ ସୁବ୍କବର୍ ଜାନାଇବାପାଇ ଗଟେକ୍ ରାଜାର୍ ଦୁତ୍ ପାରା ଅଇଲିଆଚି । ସୁବ୍କବର୍ ଟିକ୍ ସଙ୍ଗ୍, ନ ଡରିକରି ଜାନାଇବାକେ ପର୍ମେସର୍ ମକେ ବପୁ ଦେଅ ବଲି ପାର୍ତନା କରା । ସାରାସାରି ଜୁଆର୍ବେଟ୍ ଅଇବାଟା 21 ତକିକସ୍ ଜେ କି ଆମର୍ ଆଲାଦର୍ ବାଇ, । ସେ ମାପ୍ରୁକେ ବିସ୍ବାସ୍ ସଙ୍ଗ୍ ସେବା କଲାନି । ମୁଇ କେନ୍ତି ଆଚି ଆରି କାଇଟା କଲିନି, ସେ ସବୁ ବିସଇ ତମ୍କେ କଇଦେଇସି । 22 ଆମ୍କେ ଗଟ୍ବା ବିସଇ ସବୁ ତମେ ଜାନିରୁଆ ବଲିକରି ମୁଇ ତାକେ ତମର୍ଟାନେ ପାଟାଇଲିନି । ଆରି ସେ ତମ୍କେ ସାର୍ଦା କରାଇସି । 23 ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ସବୁ ବିସ୍ବାସି ବାଇମନ୍କେ ସାନ୍ତି ଦେଅ । କିରିସ୍ଟକେ ବିସ୍ବାସ୍ କରି ତମର୍ ବିତ୍ରେ ଆଲାଦ୍ କରାକରି ଅଇବାକେ ସେମନ୍ ତମ୍କେ ସାଇଜ କରତ୍ । 24 ଆମର୍ ମାପ୍ରୁ ଜିସୁ କିରିସ୍ଟକେ ଜେତ୍କି ଲକ୍ ଆଲାଦ୍ କଲାଇନି, ସେମନ୍କେ ପର୍ମେସର୍ ତାର୍ ଜିବନ୍ ଦୁକାଇଲାଟା ଆରି ନ ସାର୍ବା ଆଲାଦ୍ ଦେଅ । |
The New Testament in Desiya Language © The Word for the World International and Desiya Translation Samithi, Koraput, Odisha. 2020