ଗାଲାତିୟ 3 - ସତିଅର୍ ବାଟ୍ ନୁଆ ନିୟମ୍ 2020ନିୟମ୍ କି ବିସ୍ବାସ୍ 1 ଏ ବକୁଆ ଗାଲାତିଅମନ୍ ! କେ ତମ୍କେ ଏନ୍ତାରି ବୁଲ୍ ସିକିଆ ଦେଇ ଚଟ୍ପଟ୍ କରାଇଲାନି ? ତମର୍ ମୁଆଟେ ତା କୁର୍ସେ ମରିରଇବା ଜିସୁ କିରିସ୍ଟର୍ ବିସଇ ଅର୍ସା ସଙ୍ଗ୍ ବାତାଇ ଦେଇଆଚୁ । 2 ଗଟେକ୍ କାତା ମକେ କଇଦେକାପନି, ମସାର୍ ନିୟମ୍ ମାନ୍ଲାକେ ତମେ ସୁକଲ୍ଆତ୍ମା ପାଇଆଚାସ୍ କି, ସୁବ୍କବର୍ ସୁନି ସେଟା ବିସ୍ବାସ୍ କଲାକେ ? 3 ତମେ କେନ୍ତାର୍ ଏତେକ୍ ବୁଦି ନଇଲା ଲକର୍ ପାରା ଅଇଗାଲାସ୍ନି ? ଆତ୍ମାର୍ ବପୁ ପାଇକରି ତମେ ଜନ୍ ବିସ୍ବାସର୍ ଜିବନ୍ ଆରାମ୍ କଲାସ୍, ସେଟା କାଇ ନିଜର୍ ବପୁସଙ୍ଗ୍ ସାରାଇବାକେ ମନ୍କଲାସ୍ନି କି ? 4 ସେଟାର୍ପାଇ ତମେ ଆଗ୍ତୁ ସିକ୍ଲାଟା ସବୁ ବେକାର୍ କି ? ତେଇଅନି କାଇଟା ମିସା ସିକାସ୍ ନାଇ କି ? 5 ପର୍ମେସର୍ କାଇକେ ତାର୍ ଆତ୍ମା ଦେଇ ତମର୍ ବିତ୍ରେ କାବାଅଇଜିବା କାମ୍ମନ୍ କଲା ? ତମେ ମସାର୍ ନିୟମ୍ ମାନ୍ଲାର୍ ପାଇ କି ଜନ୍ ସୁବ୍କବର୍ ତମ୍କେ ଜାନାଇରଇଲାଇ ସେଟା ବିସ୍ବାସ୍ କଲାକେ ? 6 ଅବ୍ରାଆମର୍ କାତା ଏତାଇ ଦେକା । ସାସ୍ତରେ ଲେକାଆଚେ, “ସେ ପର୍ମେସର୍ କଇଲା ବିସଇ ବିସ୍ବାସ୍ କଲା । ଆରି ତାର୍ ବିସ୍ବାସର୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଲେକା କଲା ।” 7 ଜନ୍ ଲକ୍ମନ୍ ବିସ୍ବାସ୍ କର୍ବାଇ, ସେମନ୍ସେ ଅବ୍ରାଆମର୍ କୁଟୁମର୍ ଲକ୍ । ଏଟା ତମେ ଜାନ୍ବାର୍ ଆଚେ । 8 ପୁର୍ବେଅନି ଦରମ୍ ସାସ୍ତରେ ଲେକାଅଇଲା ଆଚେ ଜେ, ବିସ୍ବାସ୍ କଲେସେ ପରମେସର୍ ଜିଉଦିନଇଲା ଲକ୍ମନ୍କେ ମିସା ଦରମ୍ ଲକ୍ ଇସାବେ ଲେକା କର୍ସି । ପରମେସର୍ ତମର୍ଟାନେଅନି ଜଗତର୍ ସବୁ ଲକ୍କେ ଆସିର୍ବାଦ୍ କର୍ସି । ଏ କବର୍ ପର୍ତୁମ୍ ଅବ୍ରାଆମ୍କେ ଜାନାଇ ଦିଆଅଇରଇଲା । 9 ଅବ୍ରାଆମ୍ ବିସ୍ବାସ୍ କରି ଆସିର୍ବାଦ୍ ପାଇରଇଲା । ସେଟାର୍ ପାଇ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଲକ୍ ତାର୍ ପାରା ଆସିର୍ବାଦ୍ ପାଇବାଇ । 10 ଜନ୍ ଲକ୍ମନ୍ ରିତିନିତିର୍ ନିୟମ୍ ମାନ୍ଲୁନି ବଲି ବଡ୍ପନ୍ ଅଇବାଇ, ସେମନ୍ ସାଇପ୍ ପାଇବାଇ । କାଇକେ ବଇଲେ ଦରମ୍ସାସ୍ତରେ ଲେକାଆଚେ, “ମସାର୍ ନିୟମ୍ ବଇଟାନେ ଜାଇଟା ସବୁ ଲେକାଅଇଲା ଆଚେ, ଜଦି କେ ସେଟା ପୁରାପୁରୁନ୍ ନ ମାନେ, ସେ ପରମେସରର୍ ସାଇପ୍ ପାଇସି ।” 11 ଏଟା ନିକସଙ୍ଗ୍ ଜାନାପଡ୍ଲାନି । ରିତିନିତିର୍ ନିୟମ୍ ମାନିକରି କେ ମିସା ପର୍ମେସରର୍ ମୁଆଟେ ଦରମ୍ ବଲାଇଅଇ ନ ଅଅତ୍ । କାଇକେବଇଲେ ଦରମ୍ ଲକ୍ ବିସ୍ବାସର୍ ଲାଗି ବଁଚ୍ବାଇ । 12 ନିୟମ୍ ମାନ୍ବାଟା ଆରି ବିସ୍ବାସ୍ କର୍ବାଟା ଦୁଇଟା ମୁଲ୍କେ ନ ମିସେ । ଦରମ୍ ସାସ୍ତରେ ଲେକାଆଚେ, ଜନ୍ ଲକ୍ ନିୟମର୍ ଦାବି ଇସାବେ କାମ୍ କର୍ସି ସେ ଜିବନ୍ ପାଇସି । 13 ଆମେ କେ ମିସା ନିୟମର୍ ସବୁ ଆଦେସ୍ ମାନି ନାପାରୁ । ସେଟାର୍ପାଇ ଆମେ ସବୁ ଡଣ୍ଡ୍ ପାଇବାର୍ ରଇଲା । ମାତର୍ କିରିସ୍ଟ ଆମର୍ ସାଇପ୍ ନିଜେ ନେଲା ଆରି ନିୟମର୍ ସାଇପେଅନି ଆମ୍କେ ମୁକ୍ଲାଇଲା । ଦରମ୍ ସାସ୍ତରେ ଲେକାଆଚେ, ଜେ ଗଚେ ଉଚ୍କିଅଇ ମର୍ସି, ସେ ପରମେସରର୍ତେଇ ଅନି ସାଇପ୍ ପାଇଲା ଲକ୍ ! 14 ଅବ୍ରାଆମ୍ ଜନ୍ ଆସିର୍ବାଦ୍ କର୍ବାକେ ସପତ୍ କରିରଇଲା ଜିଉଦି ନଇଲା ଲକ୍ମନ୍ ମିସା ସେଟା ପାଇବାଇ, ସେଟାର୍ ପାଇ କିରିସ୍ଟ ଏ କାମ୍ କଲାଆଚେ । ସେଟାର୍ ପାଇ ବିସ୍ବାସ୍ କରି ଆମେ ମିସା ପରମେସରର୍ କାତା ଦେଲା ଇସାବେ ସୁକଲ୍ଆତ୍ମା ପାଇପାରୁ । ନିୟମ୍ ଆରି ସପତ୍ 15 ଏ ବାଇବଇନିମନ୍ ! ପର୍ମେସର୍ ଅବ୍ରାଆମ୍କେ ଜନ୍ ସପତ୍ ଦେଇ ରଇଲା, ସେଟା ବାତାଇବାକେ ମୁଇ ଗଟେକ୍ ଉଦାଅରନ୍ କଇବି। ଜେଡେବଲ୍ ଦୁଇ ଲକ୍ ଗଟେକ୍ ବିସଇତେଇ ରାଜିନାମା ଲେକ୍ବାଇ, ସେ ରାଜିନାମା କେ ମିସା ବାଙ୍ଗାଇ ନାପାରତ୍ । କି ତେଇ କାଇଟା ମିସାଇ ନାପାରତ୍ । 16 ସେନ୍ତାର୍ସେ ପର୍ମେସର୍ ଅବ୍ରାଆମ୍ ଆରି ତାର୍ ନାତିତିତିକେସେ ସପତ୍ ଦେଇରଇଲା । ଏ ବିସଇନେଇ ନାତିତିତିମନ୍ ବଲି ସାସ୍ତରେ ଲେକାରଇବାଟା, ଅବ୍ରାଆମର୍ ସବୁ ନାତିତିତିମନ୍କେ କଏନାଇ । ମାତର୍ ଗଟେକ୍ ଲକ୍କେସେ କଇଲାଆଚେ । ଜେ କି କିରିସ୍ଟ । 17 ମର୍ କଇବାର୍ ଅରତ୍ ଅଇଲାନି, ପରମେସର୍ ଅବ୍ରାଆମର୍ ସଙ୍ଗ୍ ଗଟେକ୍ ରାଜିନାମା ତିଆର୍ କରିରଇଲା, ଆରି ସେଟା ମାନ୍ବାକେ ସପତ୍ କରିରଇଲା । ଜନ୍ ନିୟମ୍ ଚାରି ସଅ ତିରିସ୍ ବରସ୍ ପଚେ ଦିଆଅଇଲା, ସେ ନିୟମର୍ ରାଜିନାମା କେ ମିସା ବାଙ୍ଗାଇ ଦେଇ, ପରମେସରର୍ ଦେଇରଇବା ସପତ୍ ନସ୍ଟ କରିନାପାରେ । 18 ପରମେସରର୍ ଆସିର୍ବାଦ୍ ପାଇବାଟା ଜଦି ନିୟମ୍ ମାନ୍ବା ଉପ୍ରେ ଅଇସି ବଇଲେ, ତେବେ ସେଟା ଆରି ତାକର୍ ସପତର୍ ଲାଗି ଅଇଲାଟା ବଲି କଇ ନଏଁ । ସେଟାର୍ ପାଇ ପରମେସର୍ ଅବ୍ରାଆମ୍କେ ଅବ୍କା ତାର୍ ସପତ୍ ଇସାବେ ସେ ଆସିର୍ବାଦ୍ ଦେଇରଇଲା । 19 ତେବେ ନିୟମ୍ କାଇକେ ଦିଆଅଇଲା ? ମୁନୁସର୍ ସତ୍ ନ ଅଇବା ସବୁ କାମ୍ ଦେକାଇ ଦେବାକେ ଦିଆଅଇଲା । ଆରି ଅବ୍ରାଆମର୍ ଜନ୍ କୁଟୁମ୍ ଦେକି ପରମେସର୍ ସେ ସପତ୍ କରିରଇଲା, ସେ ଲକ୍ ଆଇବା ଜାକ ନିୟମର୍ ଦର୍କାର୍ ରଇଲା । ପର୍ମେସର୍ ଗଟେକ୍ ଲକ୍କେ ମାଲାକାରିଆ କରାଇ ସରଗର୍ ଦୁତ୍ମନର୍ ଆତେ ନିୟମ୍ ପାଟାଇରଇଲା । 20 ମାତର୍ ଅବ୍ରାଆମ୍କେ ସପତ୍ ଦେଲା ବେଲେ ମାଲାକାରିଆମନ୍ ନ ରଇଲାଇ । ପର୍ମେସର୍ ନିଜେସେ ସପତ୍ କରିରଇଲାଇ । ନିୟମର୍ ଆଦେସ୍ 21 ନିୟମ୍ କାଇ ପରମେସରର୍ ସପତ୍ ବିରଦ୍ କଲାନି କି ? ନାଇ କେବେ ନାଇ ! କାଇକେବଇଲେ ଲକ୍କେ ଜିବନ୍ ଦେଲାପାରା ଗଟେକ୍ ନିୟମ୍ କରା ଅଇତା, ତେବେ ସେଟା ମାନ୍ଲେସରି ସେ ପରମେସରର୍ ମୁଆଟେ ଦସ୍ ନ କଲାଲକ୍ ବଲାଇ ଅଇତା । 22 ମାତର୍ ଦରମ୍ ସାସ୍ତରେ ଲେକା ଆଚେ, ସବୁ ମୁନୁସ୍ ଜାତି ପାପର୍ ତଲେ ଆଚତ୍, ସେଟାର୍ ପାଇ କିରିସ୍ଟ ବିସ୍ବାସିମନ୍, ଜିସୁ କିରିସ୍ଟର୍ତେଇ ବିସ୍ବାସ୍ କଲାର୍ ପାଇ ସପତର୍, ଆସିର୍ବାଦ୍ ପାଇବାଇ । 23 ବିସ୍ବାସର୍ ଜୁଗ୍ ଆଇବା ଆଗ୍ତୁ ଆରି ଦେକାଇଅଇବା ଜାକ, ନିୟମ୍ ଆମ୍କେ ବନ୍ଦି କରି ରକିରଇଲା । 24 କିରିସ୍ଟର୍ ଆଇବା ଜାକ ଆମେ ନିୟମର୍ ତଲେ ରଇଲୁ । ମାତର୍ ତାର୍ ପଚେ, କାଲି ବିସ୍ବାସେଅନି ଆମେ ପରମେସରର୍ ମୁଆଟେ ଦସି ନଇଲା ଲକ୍ ବଲାଇ ଅଇବୁ । 25 ଏବେ ବିସ୍ବାସର୍ ଜୁଗ୍ କେଟିଆଚେ, ଆମେ ଆରି ନିୟମର୍ ତଲେ ନାଇ । 26 ବିସ୍ବାସ୍ କଲାକେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି, ଆମେ ସବୁ ପରମେସରର୍ ପିଲାଟକି ଅଇଆଚୁ । 27 ଆମେ ଡୁବନ୍ ନେଇକରି କିରିସ୍ଟର୍ ସଙ୍ଗ୍ ଗଟେକ୍ ଅଇଆଚୁ ଆରି ଏବେ ଜିସୁ କିରିସ୍ଟର୍ ଜିବନ୍ ରୁପର୍ ବସ୍ତର୍ ପିନ୍ଦି ଆଚୁ । 28 ସେଟାର୍ ପାଇ ଜିଉଦି ଆରି ଜିଉଦିନଇଲା ଲକ୍, ଗେନାଅଇଲା ଗତିଦାଙ୍ଗ୍ଡାଦାଙ୍ଗ୍ଡି କି ମୁକ୍ଲାଇଲା ଲକ୍, ମୁନୁସ୍ କି ମାଇଜି ବିତ୍ରେ, କାଇଟା ମିସା ବିନ୍ ନାଇ । ଆମେ ସବୁ ଲକ୍ ଜିସୁର୍ ସଙ୍ଗ୍ ମିସିକରି ଗଟେକ୍ ଅଇଆଚୁ । 29 ଜଦି ତମେ କିରିସ୍ଟର୍ ଲକ୍, ତେବେ ତମେ ମିସା ଅବ୍ରାଆମର୍ କୁଟୁମର୍ ଆରି ପରମେସର୍ ଜାଇଟା ସପତ୍ କଲାଆଚେ, ସେଟା ମିଲାଇସା । |
The New Testament in Desiya Language © The Word for the World International and Desiya Translation Samithi, Koraput, Odisha. 2020