ମାର୍କ 16 - ସତିଅର୍ ବାଟ୍ ନୁଆ ନିୟମ୍ 2020ଜିସୁ ମରିକରି ଉଟ୍ଲା ( ମାତିଉ ୨୮:୧-୮ ; ଲୁକ୍ ୨୪:୧-୧୨ ; ଜଅନ୍ ୨୦:୧-୧୦ ) 1 ବିସ୍ରାମ୍ବାର୍ ସାର୍ଲା ତାର୍ ଆର୍କର୍ ଦିନେ ମଗ୍ଦଲିନି ମରିୟମ୍, ଜାକୁବର୍ ମାଆ ମରିୟମ୍ ଆରି ସଲମି, ଜିସୁର୍ ମଲା ଗାଗ୍ଡେ ଲାଗାଇବାକେ ବାସ୍ନା ଚିକନ୍ ଗେନିଆନ୍ଲାଇ । 2 ରଇବାର୍ ଦିନର୍ ସାକାଲ୍ ସାକାଲ୍ ସେମନ୍ ତାର୍ ଗାଗଡ୍ ସଙ୍ଗଇଲା ଜାଗାକେ ଜାଇତେରଇଲାଇ । ସେବେଲେ ବେଲ୍ ଉଦି ଆଇତେରଇଲା । 3 ସେମନ୍ ନିଜର୍ ନିଜର୍ ବିତ୍ରେ “ଜିସୁର୍ ଗାଗଡ୍ ସଙ୍ଗଇରଇଲା ମୁଆଟର୍ ବଡ୍ ଚାଚଡା ପାକ୍ନା ଆମର୍ ପାଇ କେ ଗୁଚାଇଦେଇସି ତେବେ ?” ବଲି କାତା ଅଇତେରଇଲାଇ । 4 ସେମନ୍ ସେ ଜାଗାଇ କେଟିକରି ଦେକ୍ଲାବେଲେ, ଏଦେ ଦେକା ! ସେ ବଡ୍ ଚାଚଡା ପାକ୍ନା ଗୁଚିଜାଇରଇଲା । 5 ସେବେଲା ସେମନ୍ ସେ ଜାଗା ବିତ୍ରେ ପୁରିକରି ଦେକ୍ଲାବେଲେ ଗଟେକ୍ ବିଜ୍ଲି ପାରା ଜଗ୍ଜଗି ଜାଇତେରଇବା ଦବ୍ ପଚିଆ ପିନ୍ଦିରଇବା ଦାଙ୍ଗ୍ଡା, ଜିସୁର୍ ମଡ୍ ସଙ୍ଗଇରଇଲା ଜାଗାର୍ ଉଜାବାଟେ ବସିରଇଲା । ସେଟା ଦେକି ସେମନ୍ ବେସି ଡରିଜାଇ କାବା ଅଇଗାଲାଇ । 6 ମାତର୍ ସେ ଲକ୍ ସେମନ୍କେ କଇଲା, “ଡରାନାଇ, ତମେ କୁର୍ସେ ମଲା ନାଜରିତ୍ ଗଡର୍ ଜିସୁ କିରିସ୍ଟକେ କଜ୍ଲାସ୍ନି କି ? ସେ ଇତି ନାଇନି, ଏବେ ମଲାଟାନେଅନି ଉଟ୍ଲା ଆଚେ । ତାର୍ ମଡ୍ ସଙ୍ଗଇଲା ଜାଗା ଦେକା ।” ବଲି କଇଲା । 7 “ତମେ ଜାଇକରି ତାର୍ ସିସ୍ମନ୍କେ ଆରି ପିତର୍କେ ବାଇଦରେ କୁଆ, ତମେ ଜିବା ଆଗ୍ତୁ ଜିସୁ ଗାଲିଲି ଗଡେ ଗାଲା ଆଚେ । ସେ ତମ୍କେ ଜେନ୍ତି କଇରଇଲା, ସେନ୍ତିସେ ଗାଲିଲି ଗଡେ ତାକେ ଦେକ୍ସା ।” ବଲି କଇଲା । 8 ସେ ମାଇଜିମନ୍ ବେସି କାବା ଅଇଜାଇ, ତର୍ତରି ଜାଇକରି ସେ ଜାଗାଇଅନି ବାରଇକରି ପାଲାଇଲାଇ ଆରି ସେମନ୍ ବେସି ଡରିଜାଇକରି କାକେ ମିସା କାଇବଲି କଅତ୍ନାଇ । ଜିସୁ ବେସି ଲକ୍ମନ୍କେ ଦେକାଇଅଇଲା ( ମାତିଉ ୨୮:୯-୧୦ ; ଜଅନ୍ ୨୦:୧୧-୧୮ ) 9 ଜିସୁ ମଲାଟାନେଅନି ଉଟ୍ଲା ଆଟର୍ ପର୍ତୁମ୍ ଦିନର୍ ସାକାଲେ ଜନ୍ ମାଇଜିଟାନେଅନି ଜିସୁ ସାତ୍ଟା ଡୁମାମନ୍କେ କେଦିରଇଲା, ମଗ୍ଦଲିନି ନାଉଁର୍ ମରିୟମ୍କେ ପର୍ତୁମ୍ ଦେକାଇଅଇଲା । 10 ସେ ମାଇଜି ତେଇଅନି ଜାଇକରି, ଦୁକ୍ଅଇ କରି କାନ୍ଦ୍ତେ ରଇଲା ଜିସୁର୍ ସିସ୍ମନ୍କେ କଇଲା, 11 “ଜିସୁ ମଲାତେଇଅନି ଉଟ୍ଲା ଆଚେ ଆରି ମୁଇ ତାକେ ନିଜେ ଦେକିଆଚି ।” ବଲି କଇଲା । ସିସ୍ମନ୍ ତାକେ ମୁଲ୍କେ ବିସ୍ବାସ୍ କରତ୍ ନାଇ । ଜିସୁ ଦୁଇଟା ସିସ୍ମନ୍କେ ଦେକାଇ ଅଇଲା ( ଲୁକ୍ ୨୪:୧୩-୩୫ ) 12 ତାର୍ପଚେ ଦୁଇଟା ସିସ୍ମନ୍ ଗଟେକ୍ ଗାଏଁ ଜିବାବେଲେ ଜିସୁ ସେମନ୍କେ ବିନ୍ ରୁପେ ଦେକାଇଅଇଲା । ସିସ୍ମନ୍ ତାକେ ଚିନି ନାପାର୍ଲାଇ । 13 ସେ ଦୁଇଟା ସିସ୍ମନ୍ ବାଉଡିଆସିକରି ବିନ୍ ସିସ୍ମନ୍କେ ଏ କାତା କଇଲାଇ । ଏନ୍ତି କଇଲେ ମିସା ସିସ୍ମନ୍ ତାକର୍ କାତା ବିସ୍ବାସ୍ କରତ୍ ନାଇ । ଜିସୁ ବେସି ଲକ୍ମନ୍କେ ଦେକାଇଅଇଲା ( ମାତିଉ ୨୮:୧୬-୨୦ ; ଲୁକ୍ ୨୪:୩୬-୪୯ ; ଜଅନ୍ ୨୦:୧୯-୨୩ ; ପେରିତ୍ ୧:୬-୮ ) 14 ତାର୍ପଚେ ଏଗାର୍ଟା ସିସ୍ମନ୍ କାଇବାବେଲେ ଜିସୁ ସେମନ୍କେ ଦେକାଇଅଇଲା । ଜିସୁ ମଲାଟାନେଅନି ଉଟ୍ଲାଟା ଦେକିରଇଲା ଲକ୍ମନ୍ କଇଲା କାତା ବିସ୍ବାସ୍ ନ କରି, ସେମନର୍ ମନ୍ ଆଁଟ୍ କଲାର୍ ଲାଗି ସେମନ୍କେ ଲାଗ୍ଲା । 15 ଜିସୁ ସେମନ୍କେ କଇଲା, “ତମେ ଏ ଦୁନିଆର୍ ଗୁଲାଇବାଟେ ଜାଇକରି ସବୁ ଲକ୍ମନ୍କେ ମର୍ ନିମାନ୍ କାତା କୁଆ । 16 ଜେ ଜେ ଏ ନିମାନ୍ କାତା ବିସ୍ବାସ୍ କରି ଡୁବନ୍ ନେବାଇ, ସେମନ୍ ପାପେଅନି ରକିଆ ପାଇବାଇ, ମାତର୍ ଜେ ଜେ ଏ ନିମାନ୍ କାତା ବିସ୍ବାସ୍ ନ କରତ୍, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି । 17 ଆରି ବିସ୍ବାସି ଲକ୍ମନ୍ ମର୍ ନାଉଁ ଦାରି ଡୁମାମନ୍କେ ବାର୍କରାଇ କେଦିଦେବାଇ ଆରି ନାଜାନିରଇବା ବାସାଇ କାତା ଅଇବାଇ । ଏନ୍ତି ବିସ୍ବାସ୍ କର୍ବା ଲକ୍ମନର୍ଟାନେ ଗଟେକ୍ ଚିନ୍ ପାରା ଅଇସି । 18 ସେମନ୍ ନାଜାନିକରି ସାଁପ୍ ଆତେ ଦାର୍ଲେ କି ବିସ୍ କାଇଲେ ନ ମରତ୍ । ଜର୍ଦୁକାର୍ ଲକ୍ମନ୍କେ ଆତ୍ ଚିଇ କରି ପାର୍ତନା କଲେ, ସେଲକ୍ମନ୍ ନିମାନ୍ ଅଇଜିବାଇ” ବଲି କଇଲା । ଜିସୁ ସର୍ଗେ ଗାଲା ( ଲୁକ୍ ୨୪:୫୦-୫୩ ; ପେରିତ୍ ୧:୯-୧୧ ) 19 ମାପ୍ରୁ ଜିସୁ ଏ ସବୁ କାତା ସେମନ୍କେ କଇ ସାରାଇଲା ପଚେ, ପର୍ମେସର୍ ତାକେ ସର୍ଗେ ଦାରିଗାଲା ଆରି ପର୍ମେସର୍ ସନ୍ମାନ୍ ଜାଗାଇ ବସ୍ଲା । 20 ତାର୍ପଚେ ତାର୍ ସିସ୍ମନ୍ ଜାଇକରି ଏ ଦୁନିଆର୍ ଗୁଲାଇବାଟେ ମାପ୍ରୁ ଜିସୁର୍ ନିମାନ୍ କାତା କଇଲାଇ ଆରି ମାପ୍ରୁ ତାକର୍ ସଙ୍ଗ୍ ରଇକରି କାବାଅଇଜିବା ବିନ୍ ବିନ୍ କାମ୍ କଲା । ଏନ୍ତାରି ସେମନ୍ କଇବା କାତା ସତ୍ ବଲି ଦେକାଇଦେଲା । |
The New Testament in Desiya Language © The Word for the World International and Desiya Translation Samithi, Koraput, Odisha. 2020