ପର୍କାସିତ 22 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତାର୍ପଚେ ଦୁତ୍ ମକେ ଜିବନର୍ ପାନି ରଇବା ଗାଡ୍ ଦେକାଇଲା, ଜନ୍ଟା କି କାଁଚ୍ପାରା ଡିସ୍ତେରଇଲା । ପର୍ମେସରର୍ ବସ୍ବା ଜାଗାଇଅନି ଆରି ମେଣ୍ଡାପିଲାର୍ଟାନେଅନି ସେ ଗାଡର୍ ପାନି ଆଇତେରଇଲା । 2 ନଅରର୍ ବାଟର୍ ମଜାଇ ସେଟା ବଇ ଆଇତେରଇଲା । ଗାଡର୍ ଦୁଇବାଟେ ଜିବନର୍ ଗଚ୍ ରଇଲା । ସେ ଗଚ୍ ମାସ୍କେ ଗଟେକ୍ ତର୍ ଅଇ ବରସ୍କେ ବାରତର୍ ପଲ୍ ଦାର୍ସି । ରାଇଜ୍ମନ୍ ନିକ ଅଇବାକେ ତାର୍ ପତର୍ମନ୍ ରଇଲା । 3 ପର୍ମେସରର୍ ଅବିସାପ୍ ରଇବା କାଇଟାମିସା ସେ ନଅରେ ନ ଡିସେ । ପର୍ମେସରର୍ ଆରି ମେଣ୍ଡାପିଲାର୍ ବସ୍ବାଜାଗା ସେ ନଅରେ ରଇସି । ଆରି ତାର୍ ଦାଙ୍ଗ୍ଡାମନ୍ ତାକେ ଜୁଆର୍ କର୍ବାଇ । 4 ସେମନ୍ ତାକେ ଦେକ୍ବାଇ ଆରି ତାର୍ ନାଉଁ ସେମନର୍ କାପାଲେ ଲେକାଅଇ ରଇସି । 5 ତେଇ ଆରି ରାତି ନ ରଏ । ବତିର୍ ଉଜଲ୍ କି ବେଲର୍ ଉଜଲ୍ ଦର୍କାର୍ ନ ପଡେ । କାଇକେବଇଲେ ମାପ୍ରୁ ପର୍ମେସର୍ ତାକର୍ ଉଜଲ୍ ରଇସି । ସେମନ୍ ରାଜା ଇସାବେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ବାଇ । ଜିସୁ ଆରିତରେକ୍ ଆଇବାଟା 6 ତାର୍ପଚେ ଦୁତ୍ ମକେ କଇଲା “ଏ ବାକିଅ ସବୁ ସତ୍ ଆରି ବିସ୍ବାସ୍ କରିଅଇସି । ମାପ୍ରୁ ପର୍ମେସର୍ ଜେ କି ତାର୍ ଆତ୍ମା ବବିସତ୍ବକ୍ତାମନ୍କେ ଦେଇରଇଲା, ସେ ତାର୍ ଦୁତ୍କେ ପାଟାଇଆଚେ । ଆଇବା ଦିନ୍ମନ୍କେ କାଇଟା ଅଇସି, ସେଟା ତାର୍ ଦାଙ୍ଗ୍ଡାମନ୍କେ ଦେକାଇସି ।” 7 ଜିସୁ କଇଲାନି, “ସୁନା ମୁଇ ଦାପ୍ରେ ଆଇଲିନି । ଏ ବଇର୍, ଆଇବା ଦିନ୍ମନ୍କେ ଗଟ୍ବା କାତା, ଜେତ୍କି ଲକ୍ ନାମ୍ବାଇ, ସେମନ୍ କେଡେକ୍ କରମର୍ ଲକ୍ ।” 8 ମୁଇ ଜଅନ୍ ଏ ସବୁ ସୁନିଆଚି ଆରି ଦେକିଆଚି । ଏ ସବୁଜାକ ଦେକ୍ଲା ପଚେ ଆରି ସୁନ୍ଲାପଚେ ଜନ୍ ଦୁତ୍ ମକେ ଏ ସବୁ ବିସଇ ଦେକାଇରଇଲା, ତାର୍ ପାଦେ ଡାଣ୍ଡାସନ୍ ପଡ୍ଲି । ମୁଇ ତାକେ ଜୁଆର୍କର୍ବାକେ ଜାଇରଇଲି । 9 ମାତର୍ ସେ ମକେ କଇଲା, “ନିଚୁ । କାଇକେବଇଲେ ମୁଇ ମିସା ତମର୍ପାରା ଗଟେକ୍ ଲକ୍ସେ । ତମର୍ ଜେତ୍କି ବବିସତ୍ବକ୍ତା ବାଇମନ୍ ଆରି ଜେତ୍କି ବଇଟାନେ ରଇବା ବାକିଅମନ୍ ଆଚେ, ସେଟାମନ୍ ମାନିକରି ରଇଲାଇନି । ତାକର୍ ପାରା ମୁଇ ମିସା ଗଟେକ୍ ସେବାକାରିଆ । ପର୍ମେସର୍କେ ଜୁଆର୍ କରା ।” 10 ଆରି ସେ ମକେ କଇଲା, ଏ ବଇର୍ ଜେତ୍କି ବିସଇ ତକେ ଜାନାଇଅଇଲାଆଚେ, ସେଟା କେ ନାଜାନ୍ଲା ପାରା ଲୁଚାଇ ସଙ୍ଗନାଇ । କାଇକେବଇଲେ ଏ ସବୁ ଗଟ୍ବା ବେଲା ଲଗେଆଚେ । 11 ଜେ କରାପ୍ ଚଲାଚଲ୍ତି କରି ଜିଉନା କାଉନା କଲାଇନି, ସେ ସେନ୍ତାରିସେ କାରାପ୍ କର୍ତେ ରଅ । ଜେ କି ନିକ ଚଲାଚଲ୍ତିକରି ଜିଉନା କାଉନା କଲାନି, ସେ ସେନ୍ତାରିସେ ନିକ କର୍ତେରଅ । ଜେ କି ସୁକଲ୍ ଆଚେ, ସେ ସେନ୍ତାରିସେ ସୁକଲ୍ ରଅ । 12 ଜିସୁ କଇଲାନି “ସୁନା ମୁଇ ଦାପ୍ରେ ଆଇଲିନି । ଲକ୍ମନ୍ କରିରଇବା କାମ୍ ଇସାବେ ମୁଇ ସେମନ୍କେ ପୁରୁସ୍କାର୍ ଦେବି । 13 ମୁଇ ପର୍ତୁମର୍ ଲକ୍ ଆରି ସାରାସାରିର୍ ଲକ୍ । ମୁଇ ଆରାମ୍ କର୍ବି ଆରି ମୁଇସେ ସାରାଇବି ।” 14 ଜେତ୍କି ସବୁଲକ୍ ତାକର୍ ବସ୍ତର୍ ଦଇକରି ସୁକଲ୍ କର୍ବାଇ, ସେମନ୍ କେଡେକ୍ କରମର୍ ଲକ୍ ! ଜିବନର୍ ଗଚେଅନି ପଲ୍ କାଇକରି କାବାଟ୍ବାଟେ ଜାଇ କରି ନଅରେ ପୁର୍ବାକେ ସେମନ୍ ଅଦିକାର୍ ପାଇବାଇ । 15 ମାତର୍ ଜନ୍ ଲକ୍ମନ୍ ଲାଜ୍ ଅଇବା କାମ୍ମନ୍ କର୍ବାଇ, ଜେନ୍ତିକି, ଜନ୍ତର୍ ମନ୍ତର୍ ଅବିଆସ୍ କର୍ବାଇ, ବେସିଆ କାମ୍ମନ୍ କର୍ବାଇ, ନର୍ ମରାଇବାଇ, ମୁର୍ତି ପୁଜା କର୍ବାଇ, ଆରି କାତାଇ ଆରି କାମେ ମିଚ୍ କଇବାଇ, ସେମନ୍ ନଅରର୍ ବାଇରେ ରଇବାଇ । 16 “ମୁଇ ଜିସୁ, ମଣ୍ଡଲିଟାନେ ରଇବା ତମ୍କେ ସବୁ ଲକ୍କେ ଏ ବିସଇ ଜାନାଇବାକେ ମର୍ ଦୁତ୍କେ ପାଟାଇଆଚି । ମୁଇ ଦାଉଦର୍ କୁଟୁମେ ଆଚି । ମୁଇ କୁକ୍ଡା ଡାକ୍ବାବେଲେ ଉଜଲ୍ଦେବା ତାରା ।” 17 ଆତ୍ମା ଆରି କନିଆ ଦାଙ୍ଗ୍ଡି କଇଲାନି ଆଉ, । ଜେତ୍କି ଲକ୍ ଏଟା ସୁନ୍ଲାଇନି, ସେମନ୍ ମିସା ଆଉ, ବଲି କଇବାର୍ଆଚେ । ଆସା ଜେତ୍କି ଲକ୍କେ ସସ୍ କଲାନି, ଜିବନର୍ ପାନି ଇନାମେ ନିଆ । ସାରାସାରିର୍ କାତା 18 ମୁଇ ଜଅନ୍ ସବୁକେ ଜାଗ୍ରତ୍ କରାଇଲିନି, ଆଇବା ଦିନ୍ମନ୍କେ ଗଟ୍ବା ଏ ବଇର୍ ଜେତ୍କି ବାକିଅ ଆଚେ, କେ ଜଦି ଇତି ଆରି କାଇ କାଇଟା ମିସାଇଲେ, ପର୍ମେସର୍ ଏ ବଇଟାନେ ଜନ୍ ମର୍ଡି ବିସଇ ଲେକ୍ଲାଆଚେ, ସେ ତାର୍ ପାଇବା ଡଣ୍ଡ୍ ସଙ୍ଗ୍, ଏ ମର୍ଡି ମିସା ମିସାଇସି । 19 ଏ ବବିସତ୍ କାତାର୍ ବଇଟାନେଅନି କେ ଜଦି କାଇ ବିସଇ ମିସା ଲୁଚାଇଦେଲେ, ଏ ବଇଟାନେ ଲେକାଅଇରଇବା ଜିବନର୍ ଗଚର୍ ପଲ୍ ଆରି ସୁକଲ୍ ନଅରେଅନି ସେମନ୍ ପାଇରଇବାଟା ତାକର୍ଟାନେଅନି ଦାରିଜାଇସି । 20 ଜେ କି ଏ ସବୁ ବିସଇର୍ ପାଇ ସାକି ଦେଇସି, ସେ କଇଲାନି ଉଁ ମୁଇ ଦାପ୍ରେସେ ଆଇଲିନି ! ସେନ୍ତାରିସେ ଅ ବେ ! ମାପ୍ରୁ ଜିସୁ ଆଉ ! 21 ମାପ୍ରୁ ଜିସୁ ଜିବନ୍ ଦୁକାଇଲାଟା ସବୁର୍ ଲଗେ ରଅ । ଆମେନ୍ ! |
The New Testament in Desiya Language © The Word for the World International and Desiya Translation Samithi, Koraput, Odisha. 2020