Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 133 - ପବିତ୍ର ବାଇବଲ


ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।

1 ଏହା କେଡ଼େ ଭଲ ଓ ବଡ଼ ଆନନ୍ଦର କଥା ଯେତେବେଳେ ସବୁ ଭାଇମାନେ ଏକତ୍ର ଜୀବନଯାପନ କରନ୍ତି।

2 ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ୟ ତୈଳ ସ୍ୱରୂପ ଯାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।

3 ଏହା ହର୍ମୋଣ ପର୍ବତରୁ ସିୟୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ୟ। ସେହିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦେଇଛନ୍ତି।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan