Biblia Todo Logo
Bìoball air-loidhne

- Sanasan -




1 ବଂଶାବଳୀ 10:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ, ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ, ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଗୋଡ଼ାଇଲେ। ସେମାନେ ସେମାନଙ୍କୁ ଧରି ହତ୍ୟା କଲେ। ପଲେଷ୍ଟୀୟମାନେ ଶାଉଲଙ୍କ ପୁତ୍ର ଯୋନାଥନ, ଅବୀନାଦବ ଓ ମ‌ଲ୍‌କୀଶୂୟଙ୍କୁ ଧରି ହତ୍ୟା କଲେ।

Faic an caibideil Dèan lethbhreac




1 ବଂଶାବଳୀ 10:2
11 Iomraidhean Croise  

ତାଙ୍କ ସମୟରେ ମିସରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍‍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।


ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।


ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।


ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।


ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।


ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


ଯୋନାଥନ ଓ ଯିଶ୍‍ବି ଓ ମଲ୍‍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍‍ ଓ କନିଷ୍ଠାର ନାମ ମୀଖଲ,


ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”


ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।


Lean sinn:

Sanasan


Sanasan