1 ବଂଶାବଳୀ 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ। Faic an caibideilଓଡିଆ ବାଇବେଲ9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ। Faic an caibideilପବିତ୍ର ବାଇବଲ9 ପଲେଷ୍ଟୀୟମାନେ ଶାଉଲଙ୍କୁ ଉଲଗ୍ନ କଲେ ଏବଂ ତାଙ୍କର ମସ୍ତକ ଓ ଯୁଦ୍ଧ ସାଜ ନେଇଗଲେ ଏବଂ ସେମାନେ ଦେଶସାରା ବାର୍ତ୍ତାବାହକମାନଙ୍କୁ ପ୍ରେରଣ କରି, ସେମାନଙ୍କ ଭଣ୍ଡ ଦେବତା ଓ ଲୋକମାନଙ୍କ ପାଖରେ ଏହି ଖବର ପହଞ୍ଚାଇଲେ। Faic an caibideil |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।