Biblia Todo Logo
Bìoball air-loidhne

- Sanasan -




1 ବଂଶାବଳୀ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯିହୁଦାର ପୁତ୍ରଗଣ; ଯଥା ଏର ଓ ଓନନ୍‍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍‍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଯିହୁଦାର ପୁତ୍ରଗଣ; ଯଥା ଏର୍ ଓ ଓନନ୍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଯିହୁଦାର ପୁତ୍ରଗଣ; ଯଥା ଏର୍‍ ଓ ଓନନ୍‍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍‍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଯିହୁଦାଙ୍କର ପୁତ୍ରମାନେ ଥିଲେ ଏର୍, ଓନନ୍ ଓ ଶେଲା। ସେମାନଙ୍କର ମାତା ବତ୍‌ଶୂୟା କିଣାନ୍ ଦେଶରୁ ଆଗତା ଜଣେ ସ୍ତ୍ରୀ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଯିହୁଦାଙ୍କର ପ୍ରଥମ ପୁତ୍ର ଏର୍ ଅତ୍ୟନ୍ତ ମନ୍ଦ ଥିଲା। ତେଣୁ ସଦାପ୍ରଭୁ ତାହାକୁ ହତ୍ୟା କଲେ।

Faic an caibideil Dèan lethbhreac




1 ବଂଶାବଳୀ 2:3
8 Iomraidhean Croise  

ଯିହୁଦାର ପୁତ୍ର ଏର, ଓନନ୍‍, ଶେଲା, ପେରସ ଓ ସେରହ; ମାତ୍ର ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।


ଦାନ୍, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍‍ ଓ ଆଶେର।


ଯିହୁଦାର ସନ୍ତାନଗଣ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍‍।


ଯିହୁଦାର ପୁତ୍ର ଶେଲାର ପୁତ୍ରଗଣ; ଲେକାର ପିତା ଏର ଓ ମାରେଶାର ପିତା ଲାଦା, ଆଉ ବେଥ୍-ଅସବେୟର ବଂଶଜାତ କ୍ଷୌମବସ୍ତ୍ର-ପ୍ରସ୍ତୁତକାରୀ ସକଳ ଗୋଷ୍ଠୀ;


ଆଉ ଶୀଲୋନୀୟମାନଙ୍କ ମଧ୍ୟରୁ ପ୍ରଥମଜାତ ଅସାୟ ଓ ତାହାର ସନ୍ତାନଗଣ।


ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।


ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।


Lean sinn:

Sanasan


Sanasan