1 ବଂଶାବଳୀ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; Faic an caibideilପବିତ୍ର ବାଇବଲ (Re-edited) - (BSI)2 ତୃତୀୟ ଅବଶାଲୋମ୍, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; Faic an caibideilଓଡିଆ ବାଇବେଲ2 ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; Faic an caibideilପବିତ୍ର ବାଇବଲ2 ତୃତୀୟ ପୁତ୍ର ଥିଲେ ଅବଶାଲୋମ୍। ତାଙ୍କର ମାତା ମାଖା ତଲ୍ମୟଙ୍କର ଝିଅ ଥିଲେ। ଏହି ତଲ୍ମୟ ଗଶୂରର ରାଜା ଥିଲେ। ଚତୁର୍ଥ ପୁତ୍ର ଥିଲେ ଅଦୋନୀୟ। ତାଙ୍କର ମାତା ଥିଲେ ହଗୀତ୍। Faic an caibideil |
ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”