1 ବଂଶାବଳୀ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ। Faic an caibideilଓଡିଆ ବାଇବେଲ4 ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ। Faic an caibideilପବିତ୍ର ବାଇବଲ4 ଦାଉଦ ହିବ୍ରୋଣରେ ଥିବା ସମୟରେ ଏହି ଛଅ ପୁତ୍ର ଜନ୍ମ ହୋଇଥିଲେ। ଦାଉଦ ସେଠାରେ ସାତ ବର୍ଷ ଓ ଛଅମାସ ରାଜତ୍ୱ କଲେ ଏବଂ ତା'ପରେ ସେ ତେତିଶ ବର୍ଷ ଯିରୁଶାଲମରେ ରାଜତ୍ୱ କଲେ। Faic an caibideil |