Biblia Todo Logo
Bìoball air-loidhne

- Sanasan -




1 ବଂଶାବଳୀ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍‍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଆଉ ଗଦୋରର ପିତା ପନୂୟେଲ ଓ ହୂଶର ପିତା ଏସର; ଏମାନେ ବୈଥ୍ଲେହମ୍ର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍‍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ପନୂୟେଲ୍ ଗାଦୋରଙ୍କ ପିତା ଥିଲେ ଏବଂ ଏସର ହୁଶରଙ୍କ ପିତା ଥିଲେ। ଏହି ସମସ୍ତେ ହୂରଙ୍କର ପୁତ୍ରଗଣ ଥିଲେ। ହୂର ଇଫ୍ରାଥଙ୍କର ପ୍ରଥମ ପୁତ୍ର ଥିଲେ ଏବଂ ଇଫ୍ରାଥା ବୈ‌ଥ୍‌ଲେହମର ପ୍ରତିଷ୍ଠାତା ଥିଲେ।

Faic an caibideil Dèan lethbhreac




1 ବଂଶାବଳୀ 4:4
10 Iomraidhean Croise  

ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।


କାଲେବର ସନ୍ତାନଗଣ ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍‍ କିରୀୟଥ୍‍-ଯିୟାରୀମ୍‍ର ପିତା;


ସଲ୍ମା ବେଥଲିହିମର ପିତା, ହାରେଫ୍‍ ବେଥ୍-ଗାଦରର ପିତା;


ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍‍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।


ଆଉ ତାହାର ଯିହୁଦୀୟା ଭାର୍ଯ୍ୟା, ଗଦୋରର ପିତା ଯେରଦକୁ, ସୋଖୋର ପିତା ହେବରକୁ ଓ ସାନୋହର ପିତା ଯିକୂଥୀୟେଲକୁ ପ୍ରସବ କଲା। ମାତ୍ର ସେମାନେ ଫାରୋର କନ୍ୟା ବିଥିୟାର ସନ୍ତାନ ଥିଲେ, ମେରଦ୍‍ ତାହାକୁ ବିବାହ କରିଥିଲା।


ଐଟମ୍‍ର ପିତାର ସନ୍ତାନ ଯିଷ୍ରିୟେଲ ଓ ଯିଶ୍ମା ଓ ଯିଦ୍‍ବଶ; ଏମାନଙ୍କ ଭଗିନୀର ନାମ ହତ୍‍ସଲିଲ୍‍-ପୋନୀ ଥିଲା।


ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ୱେଷଣ କରିବାକୁ ଗଦୋରର ପ୍ରବେଶ ସ୍ଥାନ, ଅର୍ଥାତ୍‍, ଉପତ୍ୟକାର ପୂର୍ବ ପାର୍ଶ୍ୱ ପର୍ଯ୍ୟନ୍ତ ଗଲେ।


ପୁଣି, ତକୋୟର ପିତା ଅସ୍‍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ।


ଓ ଶାରୟିମ୍‍ ଓ ଅଦୀଥୟିମ୍‍ ଓ ଗଦେରା ଓ ଗଦେରୋଥୟିମ୍‍; ଗ୍ରାମ ସମେତ ଏହି ଚଉଦ ନଗର।


ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।


Lean sinn:

Sanasan


Sanasan