Biblia Todo Logo
Bìoball air-loidhne

- Sanasan -




1 ବଂଶାବଳୀ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଇଷାଖରର ପୁତ୍ରଗଣ; ତୋଲୟ, ପୂୟା, ଯାଶୂବ ଓ ଶିମ୍ରୋଣ, ଚାରି ଜଣ ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଇଷାଖରର ପୁତ୍ରଗଣ; ତାଲୟ ଓ ପୂୟ, ଯାଶୂବ୍ ଓ ଶିମ୍ରୋଣ, ଚାରି ଜଣ।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଇଷାଖରର ପୁତ୍ରଗଣ; ତୋଲୟ, ପୂୟା, ଯାଶୂବ ଓ ଶିମ୍ରୋଣ, ଚାରି ଜଣ ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଇଷାଖରଙ୍କର ଗ୍ଭରି ପୁତ୍ର ଥିଲେ। ସେମାନଙ୍କର ନାମ ଥିଲା: ତୋଲୟ, ପୂୟ, ଯାଶୂବ୍ ଓ ଶିମ୍ରୋଣ୍।

Faic an caibideil Dèan lethbhreac




1 ବଂଶାବଳୀ 7:1
4 Iomraidhean Croise  

ଇଷାଖରର ସନ୍ତାନ ତୋଲୟ, ପୂୟ, ଯୋବ ଓ ଶିମ୍ରୋଣ।


ତଳିଭୂମି ସହିତ ହିଷ୍‍ବୋନ ଓ ତଳିଭୂମି ସହିତ ଯାସେର ଦିଆଗଲା।


ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍‍ସମ୍‍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା।


Lean sinn:

Sanasan


Sanasan