୧ ଯୋହନ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି ଅନ୍ଧକାରରେ ଭ୍ରମଣ କରି କେଉଁ ଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି। Faic an caibideilଓଡିଆ ବାଇବେଲ11 କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁ ଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି । Faic an caibideilପବିତ୍ର ବାଇବଲ (CL) NT (BSI)11 କିନ୍ତୁ ଯେଉଁ ବ୍ୟକ୍ତି ତା’ଭାଇକୁ ଘୃଣା କରେ, ତା’ର ଅବସ୍ଥିତି ଅନ୍ଧକାର ମଧ୍ୟରେ, ସେ ଅନ୍ଧକାରରେ ବିଚରଣ କରେ, ତା’ର ଗନ୍ତବ୍ୟ ପଥ ସେ ଜାଣିପାରେ ନାହିଁ, ଆମା ଅନ୍ଧକାର ତାକୁ ଦୃଷ୍ଟିହୀନ କରି ରଖିଛି। Faic an caibideilପବିତ୍ର ବାଇବଲ11 କିନ୍ତୁ ନିଜ ଭାଇକୁ ଘୃଣା କରୁଥିବା ବ୍ୟକ୍ତି ଅନ୍ଧକାରରେ ଥାଏ। ସେ ଅନ୍ଧକାରରେ ବାସ କରେ। ସେ କେଉଁଆଡ଼େ ଯାଏ, ନିଜେ ଜାଣିପାରେ ନାହିଁ; କାରଣ ଅନ୍ଧକାର ତାକୁ ଅନ୍ଧ କରିଦେଇଥାଏ। Faic an caibideil |