୧ ଯୋହନ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି। Faic an caibideilପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି। Faic an caibideilଓଡିଆ ବାଇବେଲ21 ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି । Faic an caibideilପବିତ୍ର ବାଇବଲ (CL) NT (BSI)21 ସତ୍ୟ ଜାଣି ନ ଥିବାରୁ ଯେ ତୁମ୍ଭମାନଙ୍କୁ ଏପତ୍ର ଲେଖୁଛି- ସତ୍ୟରୁ କୌଣସି ମିଥ୍ୟାର ଉତ୍ପତ୍ତି ହୋଇପାରେ ନାହିଁ ବୋଲି ଜାଣିଛ। Faic an caibideilପବିତ୍ର ବାଇବଲ21 ମୁଁ ତୁମ୍ଭମାନଙ୍କ ପାଖକୁ ଲେଖିବାର କାରଣ କ’ଣ? ତୁମ୍ଭେ ସତ୍ୟକୁ ଜାଣି ନାହଁ ବୋଲି କ’ଣ ମୁଁ ଏହା ଲେଖୁଛି? ନା, ତୁମ୍ଭେ ଏହି ସତ୍ୟ ଜାଣିଥିବାରୁ ମୁଁ ଏହି ପତ୍ର ଲେଖୁଅଛି। ତୁମ୍ଭେ ମଧ୍ୟ ଜାଣିଛ ସତ୍ୟରୁ କେବେ ହେଲେ କୌଣସି ମିଥ୍ୟା ଉତ୍ପନ୍ନ ହୁଏ ନାହିଁ। Faic an caibideil |