୧ ଯୋହନ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ଵରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ। Faic an caibideilଓଡିଆ ବାଇବେଲ5 କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି । ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ । Faic an caibideilପବିତ୍ର ବାଇବଲ (CL) NT (BSI)5 ଅପର ପକ୍ଷେ, ଯେଉଁ ବ୍ୟକ୍ତି ଈଶ୍ୱରଙ୍କ ଜ୍ଞା ପାଳନ କରେ; ଈଶ୍ବରଙ୍କ ପ୍ରତି ତା’ର ପ୍ରେମ ପରିପୂର୍ଣ୍ଣତା ଲାଭ କରିଛି। ଜୀବନରେ ଈଶ୍ୱରଙ୍କ ସତ୍ତା ଆମେ ଯେ ଅନୁଭବ କରୁଛୁ, ଏହି ନିତଶ୍ଚିତ ଭାବରେ କିପରି ଜାଣି ପାରିବା? Faic an caibideilପବିତ୍ର ବାଇବଲ5 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ଶିକ୍ଷା ପାଳନ କରେ, ତା'ଠାରେ ପରମେଶ୍ୱରଙ୍କ ପ୍ରେମର ଉଦ୍ଦେଶ୍ୟ ସାଧିତ ହୋଇଛି। ଏହିଭଳି ଭାବେ ଆମ୍ଭେମାନେ ପରମେଶ୍ୱରଙ୍କର ଅନୁଗମନ କରୁଛୁ ବୋଲି ଜାଣି ପାରିବା। Faic an caibideil |