୧ ଯୋହନ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ; Faic an caibideilପବିତ୍ର ବାଇବଲ (Re-edited) - (BSI)7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ; Faic an caibideilଓଡିଆ ବାଇବେଲ7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ; Faic an caibideilପବିତ୍ର ବାଇବଲ (CL) NT (BSI)7-8 ପିଲାମାନେ! କେହି ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ। ଯେ କେହି ସତ୍କର୍ମ କରେ, ସେହି କେବଳ ଖ୍ରୀଷ୍ଟଙ୍କ ପରି ଆସିଥ୍ିବା ଶୟତାନର ଅନୁଗାମୀ। ସେହି ଶୟତାନର କାର୍ଯ୍ୟକୁ ଧ୍ୱଂସ କରିବା ପାଇଁ ଈଶ୍ବରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇଥିଲେ। Faic an caibideilପବିତ୍ର ବାଇବଲ7 ପ୍ରିୟ ପିଲାମାନେ, କେହି ତୁମ୍ଭମାନଙ୍କୁ ମନ୍ଦ ପଥରେ ଯିବା ପାଇଁ ନ ଭୁଲାଉ। ଖ୍ରୀଷ୍ଟ ଧାର୍ମିକ ଅଟନ୍ତି। ତେଣୁ ଯେକେହି ଖ୍ରୀଷ୍ଟଙ୍କ ପରି ଉତ୍ତମ ହେବାକୁ ଇଚ୍ଛା କରେ, ସେ ଉଚିତ୍ କର୍ମ କରୁ। Faic an caibideil |