୧ ଯୋହନ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍। Faic an caibideilପବିତ୍ର ବାଇବଲ (Re-edited) - (BSI)11 ହେ ପ୍ରିୟମାନେ, ଈଶ୍ଵର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ। Faic an caibideilଓଡିଆ ବାଇବେଲ11 ହେ ପ୍ରିୟମାନେ, ଈଶ୍ୱର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ । Faic an caibideilପବିତ୍ର ବାଇବଲ (CL) NT (BSI)11 ପ୍ରିୟ ବନ୍ଧୁଗଣ, ଯଦି ଈଶ୍ୱର ଆମକୁ ଏପରି ପ୍ରେମ କରିଛନ୍ତି, ଆମେ ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ। Faic an caibideilପବିତ୍ର ବାଇବଲ11 ଏହା ଦ୍ୱାରା ଆମ୍ଭ ପ୍ରତି ପରମେଶ୍ୱରଙ୍କ ମହାନ୍ ପ୍ରେମ ପ୍ରକାଶ ପାଏ। ତେଣୁ ପ୍ରିୟ ବନ୍ଧୁମାନେ, ଆମ୍ଭେମାନେ ମଧ୍ୟ ପରସ୍ପରକୁ ନିଶ୍ଚୟ ପ୍ରେମ କରିବା। Faic an caibideil |