୧ ଯୋହନ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)12 କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ଵର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କ-ଠାରେ ସିଦ୍ଧ ହୋଇଅଛି। Faic an caibideilଓଡିଆ ବାଇବେଲ12 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ୱର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି । Faic an caibideilପବିତ୍ର ବାଇବଲ (CL) NT (BSI)12 ଈଶ୍ୱରଙ୍କୁ କେହି କେବେ ଦେଖି ନାହିଁ, କିନ୍ତୁ ଆମେ ଯଦି ପରସ୍ପରକୁ ପ୍ରେମ କରୁ, ଈଶ୍ୱର ଆମଠାରେ ବାସ କରନ୍ତି ଏବଂ ଆମଠାରେ ତାଙ୍କର ପ୍ରେମ ସମ୍ପର୍ଣ୍ଣତା ଲାଭ କରେ। Faic an caibideilପବିତ୍ର ବାଇବଲ12 କେହି କେବେ ପରମେଶ୍ୱରଙ୍କୁ ଦେଖି ନାହିଁ। କିନ୍ତୁ ଯଦି ଆମ୍ଭେ ପରସ୍ପରକୁ ପ୍ରେମ କରିବା, ତେବେ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ବାସ କରିବେ ଓ ତାହାଙ୍କର ପ୍ରେମ ଆମ୍ଭଠାରେ ସିଦ୍ଧ ହେବ। Faic an caibideil |