୧ ଯୋହନ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)13 ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି। Faic an caibideilଓଡିଆ ବାଇବେଲ13 ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)13 ଆମେ ଯେ ଈଶ୍ୱରଙ୍କ ସହିତ ସଂଯୁକ୍ତି ଓ ଈଶ୍ବର ଆମ ଅନ୍ତରରେ ବାସ କରନ୍ତି, ଏହାର ନିଦର୍ଶନ ହେଉଛି, ସେ ପବସତ୍ରଆତ୍ମାଙ୍କୁ ଆମକୁ ଦେଇଛନ୍ତି। Faic an caibideilପବିତ୍ର ବାଇବଲ13 ଆମ୍ଭେ ଜାଣୁ ଯେ, ଆମ୍ଭେ ସବୁ ପରମେଶ୍ୱରଙ୍କଠାରେ ରହିଛୁ ଓ ସେ ଆମ୍ଭଠାରେ ଅଛନ୍ତି। ଆମ୍ଭେ ଏହା ଜାଣୁ, କାରଣ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କର ପବିତ୍ରଆତ୍ମାଙ୍କୁ ଦେଇଛନ୍ତି। Faic an caibideil |