୧ ଯୋହନ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ। Faic an caibideilଓଡିଆ ବାଇବେଲ5 ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ । Faic an caibideilପବିତ୍ର ବାଇବଲ (CL) NT (BSI)5 ଭଣ୍ଡ ଭାବବାଦୀମାନେ ସାଂସାରିକ କଥା କହି ବୁଲୁଛନ୍ତି ଏବଂ ସାଂସାରିକ ଲୋକମାନେ ସେମାନଙ୍କ କଥା ଶୁଣୁଛନ୍ତି। Faic an caibideilପବିତ୍ର ବାଇବଲ5 ସେହି ଲୋକମାନେ ଜଗତର ଅଟନ୍ତି। ସେଥିପାଇଁ ସେମାନଙ୍କର କଥାଗୁଡ଼ିକ ଜାଗତିକ ଅଟେ। ଏବଂ ଜଗତ ସେମାନଙ୍କ କଥା ଶୁଣେ। Faic an caibideil |