୧ ଯୋହନ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ଵର ଆମ୍ଭମାନଙ୍କୁ ଅନ; ଜୀବନ ଦେଇଅଛନ୍ତି, ପୁଣି ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। Faic an caibideilଓଡିଆ ବାଇବେଲ11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି । Faic an caibideilପବିତ୍ର ବାଇବଲ (CL) NT (BSI)11 ସେହି ସାକ୍ଷ୍ୟର ସାରମର୍ମ ହେଲା, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦାନ କରିଛନ୍ତି; କିନ୍ତୁ ତାଙ୍କ ପୁତ୍ରଙ୍କଠାରେ ହିଁ ଆମେ ଏହି ଜୀବନର ସନ୍ଧାନ ପାଉଛୁ। Faic an caibideilପବିତ୍ର ବାଇବଲ11 ପରମେଶ୍ୱର ଏହା କହନ୍ତି: ପରମେଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। Faic an caibideil |