୧ ପିତର 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ Faic an caibideilପବିତ୍ର ବାଇବଲ (Re-edited) - (BSI)18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାରବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ଵାରା ମୁକ୍ତ ନ ହୋଇ Faic an caibideilଓଡିଆ ବାଇବେଲ18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ Faic an caibideilପବିତ୍ର ବାଇବଲ (CL) NT (BSI)18 ତୁମ୍ଭେମାନେ ଜାଣ ତୁମ ପୂର୍ବପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଜୀବନରୁ ତୁମ୍ଭମାନଙ୍କୁ ମୁକ୍ତ କରିବା ନିମନ୍ତେ କେତେ ମୂଲ୍ୟ ଦେବାକୁ ପଡ଼ିଥିଲା। ତାହା କ୍ଷୟଶୀଳ ରୂପା କି ସୁନା ନୁହେଁ, Faic an caibideilପବିତ୍ର ବାଇବଲ18 ତୁମ୍ଭେ ଜାଣିଛ ଯେ ଅତୀତରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସେହିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସେହିପରି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାୟୀ ଜିନିଷ ବଦଳରେ ନୁହେଁ, Faic an caibideil |
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।