୧ ପିତର 1:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ, Faic an caibideilପବିତ୍ର ବାଇବଲ (Re-edited) - (BSI)24 କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ, Faic an caibideilଓଡିଆ ବାଇବେଲ24 କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ, Faic an caibideilପବିତ୍ର ବାଇବଲ (CL) NT (BSI)24 ଶାସ୍ତ୍ରରେ ଲେଖାଅଛି: “ମନୁଷୃ ଜାତି ତୃଣ ସଦୃଶ, ସେମାନଙ୍କର ସମସ୍ତ ଐଶ୍ୱର୍ଯ୍ୟ ବନପୁଷ୍ପ ତୁଲ୍ୟ। ତୃଣ ଶୁଷ୍କ ହୁଏ, ପୁଷ୍ପ ଝଡ଼ି ପଡ଼େ, Faic an caibideilପବିତ୍ର ବାଇବଲ24 ଶାସ୍ତ୍ର କୁହେ: “ସମସ୍ତ ମନୁଷ୍ୟ ନିତ୍ୟଜୀବୀ ନୁହନ୍ତି, ସେମାନେ ଘାସ ଭଳି, ସେମାନଙ୍କର ମହିମା ଏକ ବନ୍ୟଫୁଲ ଭଳି। ଘାସ ଶୁଖି ଯାଏ, ଫୁଲ ଝଡ଼ି ଯାଏ। Faic an caibideil |