୧ ପିତର 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ଯେପରି ଅଗ୍ନି ଦ୍ଵାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ଵାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ। Faic an caibideilଓଡିଆ ବାଇବେଲ7 ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ । Faic an caibideilପବିତ୍ର ବାଇବଲ (CL) NT (BSI)7 ତୁମ୍ଭମାନଙ୍କ ବିଶ୍ୱାସର ବିଶୁଦ୍ଧତା ପରିକ୍ଷା କରିବା କରିବା ଏହି ସବୁର ଉଦ୍ଦେଶ୍ୟ। କ୍ଷୟଶୀଳ ସୁବର୍ଣ୍ଣକୁ ଅଗ୍ନିରେ ପରୀକ୍ଷା କରାଯାଏ। ତୁମ୍ଭମାନଙ୍କର ବିଶ୍ୱାସ ସୁବର୍ଣ୍ଣ ଅପେକ୍ଷା ଅଧିକ ମୂଲ୍ୟବାନ ହୋଇଥିବାରୁ ପରୀକ୍ଷା ଦ୍ୱାରା ତାହାକୁ ସିଦ୍ଧ କରିବା ନିତାନ୍ତ ଆବଶ୍ୟକ। ତା’ ହୋଇପାରିଲେ, ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ, ତୁମ୍ଭେମାନେ ପ୍ରଶଂସା, ଗୌରବ ଓ ସମ୍ମାନ ଲାଭକରିବ। Faic an caibideilପବିତ୍ର ବାଇବଲ7 ଏହି ସମସ୍ୟାଗୁଡ଼ିକ କାହିଁକି ହୁଏ? କେବଳ ତୁମ୍ଭର ବିଶ୍ୱାସର ସତ୍ୟତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ୱାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ୟବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ୱାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ୱାସର ପବିତ୍ରତା ହେତୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ। Faic an caibideil |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।