Biblia Todo Logo
Bìoball air-loidhne

- Sanasan -




୧ ପିତର 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ଵାସର ଲକ୍ଷ୍ୟ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

9 ପୁଣି, ସେହି ବିଶ୍ୱାସର ଫଳ ସ୍ୱରୂପ ପରିତ୍ରାଣ ଲାଭ କରିଧିବାରୁ ଏକ ଅପୂର୍ବ ଅପଥନୀୟ ଆନନ୍ଦ ଅନୁଭବ କରୁଛ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ତୁମ୍ଭ ବିଶ୍ୱାସର ଗୋଟିଏ ଲକ୍ଷ୍ୟ ଅଛି। ତାହା ହେଲା ଆତ୍ମାର ଉଦ୍ଧାର। ତୁମ୍ଭେ ସେହି ଲକ୍ଷ୍ୟ ଅର୍ଥାତ୍ ଉଦ୍ଧାର ପାଉଛ।

Faic an caibideil Dèan lethbhreac




୧ ପିତର 1:9
4 Iomraidhean Croise  

କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।


ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।


ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର।


ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍‍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;


Lean sinn:

Sanasan


Sanasan