୧ ପିତର 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା; Faic an caibideilପବିତ୍ର ବାଇବଲ (Re-edited) - (BSI)15 କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧ-ମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ଵରଙ୍କ ଇଚ୍ଛା; Faic an caibideilଓଡିଆ ବାଇବେଲ15 କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ୱରଙ୍କ ଇଚ୍ଛା; Faic an caibideilପବିତ୍ର ବାଇବଲ (CL) NT (BSI)15 ଈଶ୍ୱର ଚାହାନ୍ତି, ତୁମ୍ଭେମାନେ ସତ୍କର୍ମ ଦ୍ୱାରା ବୃଥା ଗଳ୍ପ କରୁଥିବା ନିର୍ବୋଧମାନଙ୍କୁ ନିରୁତ୍ତର କର। Faic an caibideilପବିତ୍ର ବାଇବଲ15 ଅତଏବ ଭଲ କାମ କରିବା ଦ୍ୱାରା, ଯେଉଁମାନେ ତୁମ୍ଭ ବିଷୟରେ ନିର୍ବୋଧ କଥାଗୁଡ଼ିକ କୁହନ୍ତି, ସେମାନଙ୍କ ମୁହଁ ବନ୍ଦ ହୋଇଯିବ। Faic an caibideil |