Biblia Todo Logo
Bìoball air-loidhne

- Sanasan -




୧ ପିତର 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ନବଜାତ ଶିଶୁ ତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ଦ୍ଵାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

3 ଶାସ୍ତ୍ରରେ ଲେଖାଅଛି: “ଈଶ୍ୱର ଯେ କିପରି କୃପାବାନ, ତାହା ତୁମେ ନିଜ ଅନୁଭୂତିରୁ ଜାଣିଛ।”

Faic an caibideil Dèan lethbhreac

ପବିତ୍ର ବାଇବଲ

3 ପ୍ରଭୁଙ୍କର ଉତ୍ତମତାର ସ୍ୱାଦ ତୁମ୍ଭେ ଗ୍ଭଖି ସାରିଛ।

Faic an caibideil Dèan lethbhreac




୧ ପିତର 2:3
8 Iomraidhean Croise  

ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।


ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।


ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।


ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।


ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।


ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।


କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,


Lean sinn:

Sanasan


Sanasan