୧ ପିତର 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ! Faic an caibideilପବିତ୍ର ବାଇବଲ (Re-edited) - (BSI)17 କାରଣ ଈଶ୍ଵରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ଵରଙ୍କ ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ ! Faic an caibideilଓଡିଆ ବାଇବେଲ17 କାରଣ ଈଶ୍ୱରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ ! Faic an caibideilପବିତ୍ର ବାଇବଲ (CL) NT (BSI)17 ବିଚାର କାଳ ଆସନ୍ନ ଏବଂ ଈଶ୍ୱରଙ୍କ ଲୋକମାନେ ପ୍ରଥମେ ବିଚାରିତ ହେବେ। ଯଦି ଆମଠାରୁ ତାହା ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରରେ ବିଶ୍ୱାସ କରନ୍ତି ନାହିଁ, ସେମାନଙ୍କ ଶେଷ ଦଶା କ’ଣ ନ ହେବ? Faic an caibideilପବିତ୍ର ବାଇବଲ17 ଏବେ ବିଗ୍ଭରର ସମୟ ଆସିଛି। ତାହା ପରମେଶ୍ୱରଙ୍କ ପରିବାରଠାରୁ ଆରମ୍ଭ ହେବ। ଯଦି ସେହି ବିଗ୍ଭର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ୱରଙ୍କ ସୁସମାଗ୍ଭର ଗ୍ରହଣ କରି ନାହାନ୍ତି, ସେମାନଙ୍କର କି ଅବସ୍ଥା ହେବ? Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।