୧ ପିତର 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, “ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?” Faic an caibideilପବିତ୍ର ବାଇବଲ (Re-edited) - (BSI)18 ପୁଣି ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ? Faic an caibideilଓଡିଆ ବାଇବେଲ18 ପୁଣି, ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ? Faic an caibideilପବିତ୍ର ବାଇବଲ (CL) NT (BSI)18 ଧର୍ମଶାସ୍ତ୍ରରେ ଲେଖାଅଛି: “ଯଦି ଧାର୍ମିକମାନଙ୍କ ପରିତ୍ରାଣ ପାଇବା ଏତେ କଷ୍ଟକର, ତେବେ ଅଧାର୍ମିକ ଓ ପାପୀମାନଙ୍କ ଦଶା କ’ଣ ନ ହେବ?” Faic an caibideilପବିତ୍ର ବାଇବଲ18 “ଉତ୍ତମ ଲୋକ ରକ୍ଷା ପାଇବା ବଡ଼ କଠିନ। ତା'ହେଲେ ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଓ ପାପରେ ପୂର୍ଣ୍ଣ ସେମାନଙ୍କର କ’ଣ ହେବ?” Faic an caibideil |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”