୧ ପିତର 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି, Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅତଏବ, ଜଣେ ସହପ୍ରାଚୀନ ପୁଣି ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି, Faic an caibideilଓଡିଆ ବାଇବେଲ1 ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି, Faic an caibideilପବିତ୍ର ବାଇବଲ (CL) NT (BSI)1 ମୁଁ ଚଣେ ବୟୋଜ୍ୟେଷ୍ଠ ନେତା ହିସାବରେ ତୁମ୍ଭମାନଙ୍କ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନଙ୍କୁ ବିନତି କରି କହୁଛି। ଖ୍ରୀଷ୍ଟଙ୍କ ଦୁଃଖଭୋଗର ମୁଁ ଜଣେ ସାକ୍ଷୀ ଓ ତାଙ୍କର ଗୌରବ ପ୍ରକାଶିତ ହେବା ସମୟରେ ମୁଁ ସେଥିରେ ଭାଗୀ ହେବି। Faic an caibideilପବିତ୍ର ବାଇବଲ1 ତୁମ୍ଭ ଦଳରେ ଥିବା ପ୍ରାଚୀନମାନଙ୍କୁ ଏବେ ମୋର କିଛି କହିବାର ଅଛି। ମୁଁ ମଧ୍ୟ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ଯନ୍ତ୍ରଣା ନିଜ ଆଖିରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ୟତରେ ଦେଖାଇ ଦିଆଯିବ, ସେଥିରେ ମଧ୍ୟ ମୁଁ ଭାଗ ନେବି। Faic an caibideil |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।