୧ ପିତର 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ; Faic an caibideilପବିତ୍ର ବାଇବଲ (Re-edited) - (BSI)6 ଅତଏବ, ଈଶ୍ଵରଙ୍କ ବଳବ; ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା-ସମୟରେ ଉନ୍ନତ କରିବେ; Faic an caibideilଓଡିଆ ବାଇବେଲ6 ଅତଏବ, ଈଶ୍ୱରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ; Faic an caibideilପବିତ୍ର ବାଇବଲ (CL) NT (BSI)6 ଅତଏବ, ଈଶ୍ୱରଙ୍କ ଶକ୍ତିଶଳୀ ହସ୍ତ ତଳେ ଅବନତ ହୁଅ; ସେ ତାଙ୍କର ନିରୂପିତ ସମୟରେ ତୁମକୁ ଉନ୍ନତ କରିବେ। Faic an caibideilପବିତ୍ର ବାଇବଲ6 ଅତଏବ ପରମେଶ୍ୱରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା'ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ। Faic an caibideil |