୧ ପିତର 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; Faic an caibideilପବିତ୍ର ବାଇବଲ (Re-edited) - (BSI)8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; Faic an caibideilଓଡିଆ ବାଇବେଲ8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; Faic an caibideilପବିତ୍ର ବାଇବଲ (CL) NT (BSI)8 ସତର୍କ ହୁଅ, ସଜାଗ ରୁହ। ତୁମ୍ଭମାନଙ୍କର ଶତ୍ରୁ ଶୟତାନ ଗର୍ଜନକାରୀ ସିଂହ ତୁଲ୍ୟ କାହାକୁ ଗ୍ରାସ କରିବା ପାଇଁ ଖୋଜି ବୁଲୁଛି। Faic an caibideilପବିତ୍ର ବାଇବଲ8 ନିଜକୁ ସଂଯତ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଗ୍ଭରିଆଡ଼େ ଖୋଜି ବୁଲୁଛି। Faic an caibideil |