1 ଶାମୁୟେଲ 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)21 ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ। Faic an caibideilଓଡିଆ ବାଇବେଲ21 ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ। Faic an caibideilପବିତ୍ର ବାଇବଲ21 ଏହା ପରେ ଇଲ୍କାନା ଓ ତାହାର ପରିବାର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଓ ଆପଣା ପ୍ରତିଜ୍ଞା ପୂର୍ଣ୍ଣତା କରିବାକୁ ଗଲେ। Faic an caibideil |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”