Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଇଲ୍‍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ରକନ୍ୟା ସମସ୍ତଙ୍କୁ ଅଂଶ ଦେଲା;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଇଲ୍‍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ର କନ୍ୟା ସମସ୍ତଙ୍କୁ ଅଂଶ ଦେଲା;

Faic an caibideil Dèan lethbhreac

ଓଡିଆ ବାଇବେଲ

4 ପୁଣି, ଇଲ୍‍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ର କନ୍ୟା ସମସ୍ତଙ୍କୁ ଅଂଶ ଦେଲା;

Faic an caibideil Dèan lethbhreac

ପବିତ୍ର ବାଇବଲ

4 ପ୍ରତ୍ୟେକଥର ବଳିଦାନ ଉତ୍ସର୍ଗ କଲାପରେ ସେଥିରୁ କିଛି ଅଂଶ ତା'ର ସ୍ତ୍ରୀ ପନିନ୍ନା ଏବଂ ତା'ର ସମସ୍ତ ପୁତ୍ରଗଣ ଓ କନ୍ୟାମାନଙ୍କୁ ଦେଉଥିଲା।

Faic an caibideil Dèan lethbhreac




1 ଶାମୁୟେଲ 1:4
5 Iomraidhean Croise  

ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।


ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ।


ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।


Lean sinn:

Sanasan


Sanasan