Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ସେ ହାନ୍ନାକୁ ଦ୍ଵିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କଲା, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ଇ‌ଲ୍‌କାନା ମଧ୍ୟ ତା'ର ସ୍ତ୍ରୀ ହାନ୍ନାକୁ ତା'ର ଦୁଇଗୁଣ ଅଂଶ ଦେଉଥିଲା। କାରଣ ନିଜ ସ୍ତ୍ରୀ ହାନ୍ନାକୁ ସେ ବାସ୍ତବରେ ପ୍ରେମ କରୁଥିଲା। କିନ୍ତୁ ସଦାପ୍ରଭୁ ତା’ କୋଳରେ କୌଣସି ସନ୍ତାନସନ୍ତତି ଦେଇ ନ ଥିଲେ।

Faic an caibideil Dèan lethbhreac




1 ଶାମୁୟେଲ 1:5
9 Iomraidhean Croise  

ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।


ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।


ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭରୋଧ କରିଥିଲେ।


ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”


ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”


ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍‍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ।


ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍‍କୁ ତିନି ଶହ ଶେକେଲ ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।


ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଓ ଜଣେ ଅପ୍ରିୟା, ପୁଣି ପ୍ରିୟା ଓ ଅପ୍ରିୟା ଦୁହେଁ ତାହାର ଔରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ;


Lean sinn:

Sanasan


Sanasan