1 ଶାମୁୟେଲ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ଵାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପନିୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ। Faic an caibideilଓଡିଆ ବାଇବେଲ7 ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ। Faic an caibideilପବିତ୍ର ବାଇବଲ7 ଯେତେବେଳେ ସେହି ପରିବାର ସଦାପ୍ରଭୁଙ୍କ ମନ୍ଦିରକୁ ଯାଉଥିଲେ ପ୍ରତି ବର୍ଷ ଏହିପରି ହେଉଥିଲା। ପନିନ୍ନା ହାନ୍ନାକୁ ଦୁଃଖିତ କରୁଥିଲା। ତେଣୁ ସେ କ୍ରନ୍ଦନ କଲା ଓ କିଛି ଖାଇଲା ନାହିଁ। Faic an caibideil |