1 ଶାମୁୟେଲ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ; Faic an caibideilପବିତ୍ର ବାଇବଲ (Re-edited) - (BSI)3 ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୋଟୀ, ପୁରି ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବୈଥେଲ୍କୁ ପରମେଶ୍ଵରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ; Faic an caibideilଓଡିଆ ବାଇବେଲ3 ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳି ଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ; Faic an caibideilପବିତ୍ର ବାଇବଲ3 ଶାମୁୟେଲ କହିଲେ, “ତୁମ୍ଭେ ସେଠାରୁ ଆଗକୁ ଗଲେ ତାବୋରର ଅଲୋନବୃକ୍ଷ ନିକଟରେ ପହଞ୍ଚିବ, ତୁମ୍ଭେ ବୈଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଉପାସନା ପାଇଁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ। ସେଠାରେ ଜଣେ ତିନୋଟି ଯୁବା ଛେଳି, ଆଉ ଜଣେ ତିନୋଟି ରୋଟୀ ଏବଂ ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ନେବ। Faic an caibideil |
ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।