1 ଶାମୁୟେଲ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିବେ; Faic an caibideilପବିତ୍ର ବାଇବଲ (Re-edited) - (BSI)5 ଏଉତ୍ତାରେ ତୁମ୍ଭେ ପରମେଶ୍ଵରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିବେ; Faic an caibideilଓଡିଆ ବାଇବେଲ5 ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିବେ; Faic an caibideilପବିତ୍ର ବାଇବଲ5 ତା'ପରେ ତୁମ୍ଭେମାନେ ଗିବିୟୋଥ ଓ ଲୋହିମକୁ ଯିବ। ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀଗଣ ଅଛନ୍ତି। ଯେତେବେଳେ ତୁମ୍ଭେ ସହରର ପ୍ରବେଶ ଦ୍ୱାର ନିକଟରେ ପହଞ୍ଚିବ, ଉପାସନା ସ୍ଥଳରୁ ଦଳେ ଯାଜକ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି ବଇଁଶୀ, ତମ୍ବୁରା ଓ ବୀଣା ବଜାଇ ଆସୁଥିବାର ଦେଖିବ। Faic an caibideil |