Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍‍କୁ) କହିଲେ, “କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍କୁ) କହିଲେ, କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍‍କୁ) କହିଲେ, କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ତା'ପରେ ଯାବେ‌‌‌ଶ୍‌‌ର ଲୋକମାନେ ଅମ୍ମୋନୀୟ ନାହଶକୁ କହିଲେ, “ଆସନ୍ତା କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆସିବୁ। ତୁମ୍ଭର ଯାହା ଇଚ୍ଛା ହେବ ତାହା ଆମ୍ଭମାନଙ୍କ ପ୍ରତି କରିବ।”

Faic an caibideil Dèan lethbhreac




1 ଶାମୁୟେଲ 11:10
3 Iomraidhean Croise  

ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”


ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରା ବେଳେ ତୁମ୍ଭେମାନେ ଉଦ୍ଧାର ପାଇବ;” ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।


Lean sinn:

Sanasan


Sanasan