1 ଶାମୁୟେଲ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ତେବେ ସେ ବେସକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ। Faic an caibideilଓଡିଆ ବାଇବେଲ8 ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ। Faic an caibideilପବିତ୍ର ବାଇବଲ8 ଶାଉଲ ବେସକରେ ଲୋକମାନଙ୍କୁ ଏକାଠି କଲେ। ସେଠାରେ ଇସ୍ରାଏଲରୁ 300,000 ଲୋକ ଯିହୁଦାରୁ 30,000 ଲୋକ ଉପସ୍ଥିତ ହେଲେ। Faic an caibideil |