Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରା ବେଳେ ତୁମ୍ଭେମାନେ ଉଦ୍ଧାର ପାଇବ;” ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଏଥି ଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରାବେଳେ ତୁମ୍ଭେମାନେ ଉଦ୍ଧାର ପାଇବ; ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରାବେଳେ ତୁମ୍ଭେମାନେ ଉଦ୍ଧାର ପାଇବ; ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଶାଉଲ ଏବଂ ତାଙ୍କ ସୈନ୍ୟମାନେ ଯାବେ‌‌‌ଶ୍‌‌ର ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ୍ ଗିଲିୟଦର ଲୋକମାନଙ୍କୁ କୁହ ଆସନ୍ତା କାଲି ମଧ୍ୟାହ୍ନ ସୁଦ୍ଧା ସେମାନେ ମୁକ୍ତ ହେବେ।” ଦୂତମାନେ ଫେରି ଶାଉଲଙ୍କ ବାର୍ତ୍ତା ଯାବେ‌‌‌ଶ୍‌‌ର ଲୋକମାନଙ୍କୁ କହିଲେ ଏବଂ ସେମାନେ ବହୁତ ଖୁସୀ ହେଲେ।

Faic an caibideil Dèan lethbhreac




1 ଶାମୁୟେଲ 11:9
7 Iomraidhean Croise  

ତହିଁରେ ଦାଉଦ ଯାବେଶ-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ-ପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।


ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।


ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋʼ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ।


ପୁଣି ସେମାନେ କହିଲେ, “ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି?” ତହିଁରେ ଦେଖ, ଯାବେଶ-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।


ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍‍କୁ) କହିଲେ, “କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।”


ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।


ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ,


Lean sinn:

Sanasan


Sanasan